Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
ରାଜ୍ୟ ଖବର
ଆସନ୍ତାକାଲି ମକ୍ଡ୍ରିଲ୍, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍
ଭୁବନେଶ୍ବର: ରାଜ୍ୟରେ ମକ୍ଡ୍ରିଲ୍ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, ବୁଧବାର!-->…
Read More...
Read More...
ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ!-->…
Read More...
Read More...
ମୃତକଙ୍କ ପରିବାରକୁ ୫ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି!-->…
Read More...
Read More...
ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ!-->…
Read More...
Read More...
କଟକ ବଡ ମେଡିକାଲ ଯାଏଁ ଗଡିବ ମେଟ୍ରୋ : ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଗଡିବ ମେଟ୍ରୋ। ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ଏହାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏଣିକି କେବଳ ତ୍ରିଶୁଳିଆ ନୁହେଁ, କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ!-->…
Read More...
Read More...
ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି
ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ!-->…
Read More...
Read More...
୫୧ ଲକ୍ଷ ଚାଷୀଙ୍କୁ ୧ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା। ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା!-->…
Read More...
Read More...
ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର
ଭୁବନେଶ୍ବର: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ!-->…
Read More...
Read More...
ଅବକାରୀ ଅଧୀକ୍ଷକଙ୍କ ଗାଡ଼ିରୁ ୩ ଲକ୍ଷ ଜବତ
ଢେଙ୍କାନାଳ: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ରାସ୍ତାରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି। ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍!-->…
Read More...
Read More...
ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
!-->!-->!-->…
Read More...
Read More...