ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ରାଜ୍ୟ ଖବର

ରଥଯାତ୍ରା ଦଳଚକଟା : ମୃତକଙ୍କ ପରିବାରକୁ ମିଳିଲା ସହାୟତା

ପୁରୀ: ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା
Read More...

ମାଷ୍ଟର ମାଇଣ୍ଡକୁ ଗିରଫ କର : ମେୟର ସୁଲୋଚନା ଦାସ

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ। ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର। ଆଜି ଅଫିସ୍‌ରେ ବୈଠକ ପରେ କଡ଼ା
Read More...

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)
Read More...

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର
Read More...

ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଠିଆ ହୋଇ ରହିଛି ୧୫ ସଫେଇ ଗାଡ଼ି। ନ୍ୟାୟ ନ ମିଳିଲେ ଭୁବନେଶ୍ୱରରୁ ଅଳିଆ ସଫା ହେବନି ବୋଲି କହିଛନ୍ତି ସଫେଇ କର୍ମଚାରୀ। ବିଏମସି ଅତିରିକ୍ତ କମିଶନର ରତ୍ନାକର
Read More...

ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ

ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ
Read More...

ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି

ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି
Read More...

ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା
Read More...

ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା ଯେ, ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ
Read More...

ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଏବେ ଆଉ ସରକାରୀ ଅଫିସକୁ ବାରମ୍ବାର ଦୌଡ଼ିବାକୁ ପଡିବନି। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍। ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ
Read More...