ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category

ରାଜ୍ୟ ଖବର

ଷ୍ଟାଫ୍ ସିଲେକ୍ସନ ପରୀକ୍ଷାରେ ତ୍ରୁଟି

ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି। ପାଠ୍ୟକ୍ରମ ବାହାରୁ ଆସିଥିଲା ପ୍ରଶ୍ନ। ତ୍ରୁଟି ନେଇ ସୂଚନା ଦେଲେ ଓଏସଏସସି ଅଧ୍ୟକ୍ଷ ଅଭୟ। ଏହା ସହ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି ଥିବା ଦେଖିବାକୁ ମିଳିଛି। ତେବେ ନୋଟିସ୍‌ ଜରିଆରେ
Read More...

ପାକିସ୍ତାନୀ ମହିଳାଙ୍କୁ ଦେଶ ଛାଡିବାକୁ କମିଶନରେଟ୍ ପୋଲିସର ନୋଟିସ୍

ଭୁବନେଶ୍ବର: ଓଡିଶାରୁ ସମସ୍ତ ପାକିସ୍ତାନୀଙ୍କୁ ବିଦା କରିବା ପାଇଁ ପ୍ରକ୍ରିିୟା ଆରମ୍ଭ ହୋଇ ସାରିଛି। ଭୁବନେଶ୍ୱରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା। ଦୀର୍ଘମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ୱରରେ ରହୁଛନ୍ତି। ଓଡ଼ିଆ ଯୁବକଙ୍କୁ ବିବାହ କରି ଭୁବନେଶ୍ୱରରେ ରହୁଛନ୍ତି ମହିଳା। ତୁରନ୍ତ
Read More...

ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍‌ ହେବେ ଆଉ ଲକ୍ଷେ ହିତାଧିକାରୀ : ପଞ୍ଚାୟତ ରାଜ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ରାଜ୍ୟର ଅର୍ଥନୈତିକ ଦୁର୍ବଳ ବର୍ଗଙ୍କୁ ସ୍ଥାୟୀ ଗୃହ ଯୋଗାଇ ଦେବା ଯୋଜନାର ଅଂଶ
Read More...

ଓଡ଼ିଶାରେ ୧୨ ପାକିସ୍ତାନୀଙ୍କୁ ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି। ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା
Read More...

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,
Read More...

ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ବର: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ଟଙ୍କାରୁ ୮୬୦୦
Read More...

ମନ୍ତ୍ରୀଙ୍କ ଚେତାବନୀ: ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ। ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ
Read More...

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

ମୟୂରଭଞ୍ଜ: ଭିତର କନିକା ପରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା। ରାଜ୍ୟ ସରକାର ନେଇଛନ୍ତି ଏହି ଐତିହାସିକ ନିଷ୍ପତ୍ତି। ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ଜାତୀୟ ଉଦ୍ୟାନ ଭାବେ ଘୋଷଣା କରିଛନ୍ତି। ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି। ୧୯୮୦ ମସିହାରେ ଶିମିଳିପାଳକୁ
Read More...

ଜରୁରୀକାଳୀନ ଆମ୍ବୁଲାନ୍ସ ସେବାକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟ ବୈଠକ ବସିଥିଲା। ମୁଖ୍ୟ ସଚିବ ମନୋଜ ଆହୁଜା କହିଛନ୍ତି ଯେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ପ୍ରୟାସରେ ବୁଧବାର ଦିନ ୨୦୨୩-୨୪ ରୁ ୨୦୨୭-୨୮ ପର୍ଯ୍ୟନ୍ତ
Read More...

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ
Read More...