Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
ରାଜ୍ୟ ଖବର
ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ
ଭୁବନେଶ୍ବର: କାଲିଠୁ ସବୁ ସ୍କୁଲ, କଲେଜ ଛୁଟି। ବୁଧବାରଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରହିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ!-->…
Read More...
Read More...
ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ!-->…
Read More...
Read More...
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
କୋରାପୁଟ: କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କୁ ସୋମବାର ଦିନ ପବ୍ଲିକ ଆଡମିନିଷ୍ଟ୍ରେସନରେ ତାଙ୍କର ଅତୁଳନୀୟ ଯୋଗଦାନ ଓ କାର୍ଯ୍ୟ ଯୋଗୁଁ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ!-->…
Read More...
Read More...
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଆଜି ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ସରକାର। ସମ୍ୱଲପୁର ମହାନଗର ନିଗମ ଦୁର୍ଗାପାଲି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ। ପଶ୍ଚିମ ଓଡ଼ିଶାବାସୀଙ୍କ ପାଖରେ ପହଞ୍ଚିଛି ଲୋକଙ୍କ ସରକାର। ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ଯାଇ!-->…
Read More...
Read More...
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା
ଭୁବନେଶ୍ବର: ଆଜି ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍(ଓମସା)ର ସାଧାରଣ ପରିଷଦ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଡାକ୍ତରମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା, ସେମାନଙ୍କ କ୍ୟାଡର ପୁର୍ନଗଠନ, ସ୍ବାସ୍ଥ୍ୟବୀମା, ଚୁକ୍ତିଭିତ୍ତିକ ଅବଧି, କେନ୍ଦ୍ରୀୟ ହାରରେ ଡିଏସିପି!-->…
Read More...
Read More...
ଓଆଇଏସ୍ଏଫ୍ର ହେବ ଆଉ ଏକ ବାଟାଲିଅନ
୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ!-->…
Read More...
Read More...
ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ ଶନିବାର!-->!-->!-->…
Read More...
Read More...
ଟୁଇନ୍ ସିଟିରେ ହେବ ନୂଆ ଆଇଟି ପାର୍କ
ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍ ଏରିଆ।!-->…
Read More...
Read More...
ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ। ଆଉ ନୂଆ ଢଙ୍ଗରେ ବଣ୍ଟାଯିବ ଏହି ନୂଆ ରାସନ କାର୍ଡ। ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ। ଖୁବଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ!-->…
Read More...
Read More...
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ଭୁବନେଶ୍ବର: ଓଡ଼ିଶା ସରକାର ଆଗାମୀ ପାଞ୍ଚ ବର୍ଷରେ କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ୪,୧୨୪ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟରେ ପାଞ୍ଚ ଦିନିଆ ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର!-->…
Read More...
Read More...