ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ରାଜ୍ୟ ଖବର

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠି କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ
Read More...

ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି
Read More...

ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ୧ ବର୍ଷ
Read More...

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ
Read More...

କଟକରେ ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ କରି ସିଲ୍‌ କଲା ସ୍ବାସ୍ଥ୍ୟ ବିଭାଗ

କଟକ: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ
Read More...

ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍

ଭୁବନେଶ୍ବର: ଅନଲାଇନ୍‌ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍‌ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ
Read More...

୨୦୨୭ ମାର୍ଚ୍ଚ ୧ରୁ ଜନଗଣନା

ଭୁବନେଶ୍ଵର: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା। ଏନେଇ ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ଦୀର୍ଘ ସମୟ ଅପେକ୍ଷା ପରେ, ଦେଶରେ ଜନଗଣନା ଆରମ୍ଭ ହେବାକୁ ଯାଉଛି। ପ୍ରତି ଦଶ ବର୍ଷରେ ଥରେ ହେଉଥିବା ଜନଗଣନା ୨୦୨୧ରେ ହେବାର ଥିଲା କିନ୍ତୁ କୋଭିଡ୍ ମହାମାରୀ
Read More...

ଅଣ ସେବାୟତଙ୍କୁ ରଥ ଉପର ମନା

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ୍
Read More...

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦
Read More...

ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି। ଗତକାଲି
Read More...