ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

ରାଜ୍ୟ ଖବର

ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ବର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆସିଛି ବଡ଼ ଖବର। ସ୍ପେସିଆଲ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ବଡ଼ ସଫଳତା । ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ। ଗିରଫ ହୋଇଥିବା ସମସ୍ତ ବୋର୍ଡର କର୍ମଚାରୀ। ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ
Read More...

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର
Read More...

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା

ଭୁବନେଶ୍ଵର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ସର୍ଭର ଡାଉନ
Read More...

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ ବଦଳି ହେଲେ ୬ ଅଧିକାରୀ

ନ୍ୟୁଜବ୍ୟୁରୋ: ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହୋଇଛନ୍ତି ୬ ଅଧିକାରୀ। ଜୁଲାଇ ୨୦ରେ ହେବାକୁ
Read More...

ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ,
Read More...

ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’
Read More...

ଓଡ଼ିଶା ଟେକ୍ସର ଶୁଭାରମ୍ଭ

ଭୁବନେଶ୍ବର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। କଟକ,
Read More...

ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା

ଭୁବନେଶ୍ଵର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବୟସସୀମା ବଢିଲା। ରାଜ୍ୟ ସରକାର ବୟସସୀମା ୩ ବର୍ଷ କୋହଳ କରିଛନ୍ତି। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ
Read More...

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ
Read More...