ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

ରାଜ୍ୟ ଖବର

ମୁମ୍ବାଇରୁ ଝାରସୁଗୁଡାକୁ ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ବର: ଝାରସୁଗୁଡାବାସୀଙ୍କ ପାଇଁ ଖୁସି ଖବର। ଆକାଶପଥରେ ଯୋଡ଼ି ହେଲା ଝାରସୁଗୁଡ଼ାରୁ ମୁମ୍ବାଇ।ବହୁ ପ୍ରତିକ୍ଷୀତ ଝାରସୁଗୁଡା- ମୁମ୍ବାଇ ମଧ୍ୟରେ ବିମାନ ସେବା ଆଜିଠୁ ଆରମ୍ଭ ହୋଇଯାଇଛି। ସପ୍ତାହକୁ ସବୁଦିନ ଏହି ବିମାନ ଚଳାଚଳ କରିବ। ମୁମ୍ବାଇ ବିମାନବନ୍ଦରରୁ ଦିନ ୧୦ଟା ୫୫ରେ
Read More...

ଏପ୍ରିଲ ୧ରୁ ଲାଗୁ ହେବ କାର୍ଯ୍ୟରତ ପାଚିକାଙ୍କ ବର୍ଦ୍ଧିତ ପାରିତୋଷିକ

ଭୁବନେଶ୍ବର; ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
Read More...

ନୂଆ ପିସିସିଏଫ ଭାବେ ନିଯୁକ୍ତ ହେଲେ ସୁରେଶ ପନ୍ତ

ଭୁବନେଶ୍ବର: ପିସିସିଏଫର ନୂଆ ମୁଖ୍ୟ ହେଲେ ଆଏଫଏସ ସୁରେଶ ପନ୍ତ। ୧୯୯୦ ବ୍ୟାଚ୍‌ର ଆଇଏଫଏସ ସୁରେଶ ପନ୍ତଙ୍କୁ ନୂଆ ପିସିସିଏଫ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଇଏଫଏସ ସୁରେଶ ପନ୍ତ ହେଲେ ନୂଆ ପିସିସିଏଫ
Read More...

ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦କୋଟି ଟଙ୍କାର ଅନୁଦାନ

ଭଦ୍ରକ: ମହାଶିବରାତ୍ରୀ ଅବସରରେ ଭଦ୍ରକର ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦ କୋଟିର ପାଣ୍ଠି ଘୋଷଣା। ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ
Read More...

ପିଏମ କିଷାନରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ସାମିଲ

ଭୁବନେଶ୍ବର: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି। ସେ ଦେଇଥିବା ତଥ୍ୟ
Read More...

ଟ୍ୱିନ୍‌ ସିଟିକୁ ଜଗିବ ଏଆଇ କ୍ୟାମେରା

ଭୁବନେଶ୍ବର: ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଲାଗିବ ଏଆଇ କ୍ୟାମେରା। ଏନେଇ ସୋମବାର ପୁଲିସ କମିଶନର ସୁରେଶ ଦେବଦତ୍ତସିଂ ସୂଚନା ଦେଇଛନ୍ତି। ଆଡଭାନ୍ସ ଫେସିଆଲ୍ ରେକୋକନାଇଜ ସିଷ୍ଟ ଜରିଆରେ ଚିହ୍ନଟ ହେବେ ଅପରାଧୀ ଓ ଟ୍ରାଫିକ ଖିଲାପକାରୀ। ବାୟୋ ମେଟ୍ରିକ୍ସ ଆକ୍ସେସ କଣ୍ଟ୍ରୋଲ ସିଷ୍ଟ
Read More...

ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତିମଣତି

ଭୁବନେଶ୍ବର: ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି। ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ। ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରଥଯାତ୍ରା ପୂର୍ବରୁ ଗଣତି ମଣତି
Read More...

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି

କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର
Read More...

ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ
Read More...

କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ
Read More...