ପ୍ରମୁଖ ଖବର

ତାମିଲନାଡୁ କ୍ୟାବିନେଟରେ ବିଭାଗ ବଣ୍ଟନ କଲେ ସିଏମ୍ ବିଜୟ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ
ମେ’ ୨୨ରେ ମୋଦିଙ୍କୁ ଭେଟିବେ ତାମିଳନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ତରଭୁଜ ଖାଇ ପରିବାରର ୫ ଅସୁସ୍ଥ, ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ମୃତ୍ୟୁ
ନାବାଳିକା ନିର୍ଯାତନା ମାମଲାରେ ଗିରଫ ହେବେ ବିଜେପି ମନ୍ତ୍ରୀ ସଞ୍ଜୟ ଙ୍କପୁଅ
ରାଜ୍ୟରେ ନାହିଁ ତୈଳ ସଙ୍କଟ : ଆଇଓସିଏଲ୍
ଓସିଏସ୍ ପ୍ରାରମ୍ଭିକ ପରୀକ୍ଷା ଜୁନ୍ ୭ରେ ହେବ
Browsing Category

ରାଜ୍ୟ ଖବର

ଭୁବନେଶ୍ୱରରୁ ଆବୁଧାବି ଉଡ଼ିଲା ବିମାନ

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଭୁବନେଶ୍ବର: ଓଡ଼ିଶାରୁ ସିଧାସଳଖ ଆବୁଧାବିକୁ ଉଡିଲା ବିମାନ। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ
Read More...

୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ
Read More...

ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍

ଭୁବନେଶ୍ବର: ଧୀରେ ଧୀରେ କୋଭିଡ୍ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ। ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ
Read More...

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ

ଭୁବନେଶ୍ବର: ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।
Read More...

ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ
Read More...

ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା
Read More...

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଉ ଜଣେ ଆଇଏଏସ୍ ଅଧିକାରୀ ।ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଗଲେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ
Read More...

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ବର: ଆଇଏଏସ୍‌ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ। ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ମିଳିଛି। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ
Read More...

ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ବୌଦ୍ଧ: ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ କରିଛି ଏସଟିଏଫ। ଏହି ଘଟଣାରେ ଜଣେ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଉଛି ୪୫ ବର୍ଷୀୟ ପ୍ରମୋଦ ପରିଡ଼ା। ଜବତ କରାଯାଇଥିବା ୨ ହାତୀ ଦାନ୍ତର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁସାରେ, ବୌଦ୍ଧ
Read More...

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ନୂତନ ଅବକାରୀ ନୀତିରେ ନୂଆ
Read More...