ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

ରାଜ୍ୟ ଖବର

ଆଜି ଦିନକ ପାଇଁ ଏଫଏମ୍ କଲେଜ ବନ୍ଦ ଘୋଷଣା

ବାଲେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ଆଜି ଦିନକ ପାଇଁ ଏଫଏମ୍ କଲେଜ ବନ୍ଦ ଘୋଷଣା। ସସପେଣ୍ଡ ହେଲା କ୍ଲାସ୍‌। ଆଡମିଶନ ନକରି ଫେରିଲେ ଛାତ୍ରଛାତ୍ରୀ। ଯୁକ୍ତ ୩ ଆଡମିଶନ ଚାଲିଥିବାରୁ ନିରାଶ ହୋଇ ଫେରିଲେ ଛାତ୍ରଛାତ୍ରୀ। ଆଡମିଶନ୍‌ ପାଇଁ ଆଉ ଏକ ଡେଟ୍ ମିଳିବ କହିଲେ ପ୍ରିନ୍ସିପାଲ।
Read More...

ଏମ୍ସର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ଏହା ପରେ ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି
Read More...

ଭୁବନେଶ୍ୱର ଫେରିଲେ ନବୀନ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଓଡ଼ିଶା ଫେରିଛନ୍ତି। ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ବିଜେଡି
Read More...

ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି

ଭୁବନେଶ୍ବର: ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ
Read More...

ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆ ସମାବେଶରେ ଯୋଗଦେଇଛନ୍ତି। ସେଠାରେ ସମ୍ବିଧାନ ବଞ୍ଚାଅ ମହାସମାବେଶକୁ ସମ୍ବୋଧନ କରି ଭାଜପାକୁ ଟାର୍ଗେଟ୍‌
Read More...

କଂଗ୍ରେସରେ ଯୋଗ ଦେଲେ ସୁନୀତା ବିଶ୍ୱାଳ

ଭୁବନେଶ୍ବର: ବିଜେଡି ଛାଡ଼ି କଂଗ୍ରେସରେ ମିଶିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନୀତା ବିଶ୍ବାଳ। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ସୁନୀତା ବିଶ୍ୱାଳ, ଯିଏ ଦୀର୍ଘ ଦିନ ଧରି କଂଗ୍ରେସ
Read More...

ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ

ଭୁବନେଶ୍ବର: ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ
Read More...

ଆଇଏଏସ ମନୋଜ କୁମାର ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ

ଭୁବନେଶ୍ବର: ଓଡ଼ିଶା ସରକାର ଗୁରୁବାର ଦିନ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ଆଇଏଏସ ଅଧିକାରୀ (ଅବସରପ୍ରାପ୍ତ) ମନୋଜ କୁମାର ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି
Read More...

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ। ନିକଟରେ ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ
Read More...

ମେଡିକାଲ କଲେଜ ଏବଂ ହସ୍ପିଟାଲରେ ନିଯୁକ୍ତି ହେଲେ ୯ ବରିଷ୍ଠ ଡାକ୍ତର

ଭୁବନେଶ୍ବର: ଓଡ଼ିଶା ସରକାର ନଅ ଜଣ ବରିଷ୍ଠ ଡାକ୍ତରଙ୍କ ନିଯୁକ୍ତି ଏବଂ ବଦଳି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏମସିଏଚ)ରେ ଏକ ଅଦଳବଦଳ କରିଛନ୍ତି। ବ୍ରହ୍ମପୁରର MKCG ଏମସିଏଚର ଅଧୀକ୍ଷକ ସୁଚିତ୍ରା ଦାସଙ୍କୁ ସେହି ପ୍ରତିଷ୍ଠାନର ଡିନ୍ ଏବଂ ପ୍ରିନ୍ସିପାଲ ଭାବେ ନିଯୁକ୍ତ କରାଯାଇଛି।
Read More...