Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
ରାଜ୍ୟ ଖବର
ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି
ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ!-->…
Read More...
Read More...
କୁମ୍ଭମେଳାକୁ ଓଡ଼ିଶାରୁ ସ୍ୱତନ୍ତ୍ର ବସ୍ ସେବା ବାତିଲ କଲା ଓଏସଆରଟିସି
ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଏସଆରଟିସି ପକ୍ଷରୁ ଓଡ଼ିଶାରୁ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରାଯାଇଥିଲା। ଯାହାକୁ ଏବେ ବାତିଲ କରି ଦିଆଯାଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍ ବାତିଲ୍ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ!-->…
Read More...
Read More...
ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତ ପାଇଁ ୮ ଚୁକ୍ତି ସ୍ଵାକ୍ଷର
ଭୁବନେଶ୍ବର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ।!-->…
Read More...
Read More...
ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ ସଂଗଠନ, କାର୍ଯ୍ୟକାରୀ କମିଟି ଓ ସବ-କମିଟିର!-->…
Read More...
Read More...
ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ। ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି। ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି।!-->…
Read More...
Read More...
କେନ୍ଦୁଝରରେ ପ୍ରତିଷ୍ଠା ହେବ ନୂଆ ଷ୍ଟିଲ ପ୍ଲାଣ୍ଟ :ନବୀନ ଜିନ୍ଦଲ
ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ
କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ
ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ
ଭୁବନେଶ୍ୱର:!-->!-->!-->!-->!-->!-->!-->…
Read More...
Read More...
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍ଘାଟନ କଲେ ମୋଦୀ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
Read More...
Read More...
ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର
ଭୁବନେଶ୍ବର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ। ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା!-->…
Read More...
Read More...
ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ପୂର୍ବତନ!-->…
Read More...
Read More...
ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ
ଭୁବନେଶ୍ବର: ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବାବେଳେ, ପୂର୍ବ ଚିଠିରେ ଏସଜେଟିଏର ଅଧ୍ୟକ୍ଷ ବୋଲି ଉଲ୍ଲେଖ!-->…
Read More...
Read More...