ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

ରାଜ୍ୟ ଖବର

ନାଗ ସାପ ଦେଖାଇ କଲେ ଅପହରଣ

ବ୍ରହ୍ମପୁର: ୪ ଯୁବକଙ୍କୁ ଅପହରଣ ମାମଲାରେ ଜଣେ ଅଟକ। ଜଣଙ୍କୁ ଅଟକ ରଖି ତଦନ୍ତ ଚାଲିଥିବା ବ୍ରହ୍ମପୁର ଏସପି ଦେଇଛନ୍ତି ସୂଚନା। ଘଟଣାରେ ୫ରୁ ଅଧିକ ଅପହରଣକାରୀ ସାମିଲ ଥିବା ଏସ୍‌ପି କହିଛନ୍ତି। ଭୁବନେଶ୍ବରରୁ ସମସ୍ତଙ୍କୁ ଅପହରଣ କରି ଗଞ୍ଜାମରେ ଆଣି ରଖିଥିଲେ ଅପହରଣକାରୀ। ଋଣ କାରବାରକୁ ନେଇ
Read More...

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ଗତ ୨୫ ତାରିଖରେ ରେୱା ୩ୟ ଥର ମାଆ ହୋଇଥିଲା। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତେବେ ରେଓ୍ବାର ମୃତ୍ୟୁ ପରେ ନନ୍ଦନକାନନରେ ଏବେ ସିଂହ ସଂଖ୍ୟା କମି ୨୩ରେ ପହଞ୍ଚିଛି।
Read More...

ଓଡ଼ିଶାର ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର

ନୂଆଦିଲ୍ଲୀ: ୭୬ ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାରେ ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର। ମେଡିସିନ କ୍ଷେତ୍ରରେ ଓଡ଼ିଶାର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ। କଳାରେ ଅଦ୍ବୈତ ଚରଣ
Read More...

ଓଡ଼ିଶାର ୧୯ ଜଣ ପୋଲିସ ଅଧିକାରୀ ପାଇବେ ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ଜଣ ପୋଲିସ ଅଧିକାରୀ ପାଇବେ ପଦକ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ସୁପରିଟେଣ୍ଡଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। କନଷ୍ଟେବଲ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର। ସାହସିକତା ପାଇଁ ୬ ଜଣଙ୍କୁ ମିଳିବ
Read More...

ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ
Read More...

ମଣ୍ଡିରୁ ଧାନ ଉଠାଇବା ନେଇ ୧୧ ମିଲରଙ୍କୁ ନୋଟିସ ଜାରି

ଭୁବନେଶ୍ବର: ଅସାଧୁ ମିଲର ଓ ଅଯୋଗ୍ୟ ରାସନ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଯିଏ କୃଷକମାନଙ୍କୁ ହଇରାଣ କରିବ, ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯେଉଁ ମିଲରମାନେ ଅଧିକ କଟନୀ ଛଟନୀ କରୁଛନ୍ତି, କଥା ମାନୁନାହାନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ
Read More...

ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଇଏଏସ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରଞ୍ଜନା
Read More...

ଶ୍ରୀମନ୍ଦିର ବାହାରେ ହେବ ୱାଚ୍ ଟାୱାର: ପୃଥ୍ୱୀରାଜ ହରିଚନ୍ଦନ

ପୁରୀ: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହାଦ୍ୱାରା ‘ବେଆଇନ’ ଡ୍ରୋନ୍ ଉଡ଼ାଣ କାର୍ଯ୍ୟକଳାପ ଯାଞ୍ଚ
Read More...

ଷଷ୍ଠ ଅର୍ଥ କମିଶନର ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡା

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। କମିଶନର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। କମିଶନରେ ଜଣେ ସଦସ୍ୟ ସଚିବଙ୍କ ସମେତ ୩ ଜଣ ସଦସ୍ୟ ରହିଛନ୍ତି। ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର
Read More...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ସିଲିକନ କାର୍ବାଇଡ୍ ସେମିକଣ୍ଡକ୍ଟର ଉ୍‌ତ୍ପାଦନ ପ୍ଲାଂଟ। ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ
Read More...