ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

ରାଜ୍ୟ ଖବର

ରାଜ୍ୟରେ ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪
Read More...

ନୂତନ ଶୀତଳ ଭଣ୍ଡାର ପାଇଁ ଆର୍ଥିକ ସହାୟତା ଦେବେ ସରକାର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା। କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି। ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ
Read More...

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ
Read More...

ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ସାଙ୍ଘାତିକ ତଥ୍ୟ। ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା
Read More...

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ଫେବୃଆରୀ ୧୭ରେ ସରକାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ। ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ପ୍ରଦାନ
Read More...

ଦୟାନଦୀ ପାଣି ବ୍ୟବହାର ପାଇଁ ମନାକଲେ ମନ୍ତ୍ରୀ

ଭୁବନେଶ୍ଵର: କଣାସରେ ଝାଡ଼ାବାନ୍ତି ! ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଗୁରୁତର ଅସୁସ୍ଥ । ୧୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦୟା ନଦୀ ଜଳ ବ୍ୟବହାର ଦ୍ବାରା ଏଭଳି ଝାଡ଼ାବାନ୍ତି ବ୍ୟାପୁଥିବା କୁହାଯାଉଛି । ଗାଁରେ ସ୍ବାସ୍ଥ୍ୟ ବିଭାଗ ଟିମ୍ ପହଞ୍ଚି ଲୋକଙ୍କୁ
Read More...

ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ
Read More...

ଆଜିଠୁ କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ

ପୁରୀ: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ ଇକୋ ରିଟ୍ରିଟ୍‌ରେ
Read More...

ସାତପଡ଼ାରେ ଆରମ୍ଭ ହେଲା ଡଲଫିନ୍‌ ଗଣନା

ପୁରୀ: ଚିଲିକାର ସାତପଡ଼ାରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସମଗ୍ର ଚିଲିକାରେ ଡଲ୍‌ଫିନ୍‌ ଗଣନା ଆରମ୍ଭ ହୋଇଛି। ଆଜିଠାରୁ ୩ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଅର୍ଥାତ୍ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଡଲଫିନ ଗଣନା। ପ୍ରତିଦିନ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ ଗଣନା। ଏହି
Read More...

ରାଜ୍ୟରେ ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

ଭୁବନେଶ୍ବର: ରବିବାର ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ
Read More...