ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

ରାଜ୍ୟ ଖବର

ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ସୋମବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ପୃଥକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ଶାସନ…
Read More...

ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମିଳିବ ମାସିକ ଭତ୍ତା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି

ଭୁବନେଶ୍ବର: ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନିୟମିତ ପିଜି ଓ ପିଏଚ୍‌ଡି ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ୍‌ ବା ଭତ୍ତା ପ୍ରଦାନ କରିବାକୁ…
Read More...

ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ୟୁନେସ୍କୋର ‘ମାନବତାର ଅମୂର୍ତ୍ତ ସାଂସ୍କୃତିକ ଐତିହ୍ୟ’ ତାଲିକାରେ ସାମିଲ କରିବା ପାଇଁ ଓଡ଼ିଶା ସରକାର ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ…
Read More...

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚି ୩ ଦିନିଆ ଓଡ଼ିଶା ଗସ୍ତ ଆରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ। ଆଜି ସେ କଟକ ଜିଲ୍ଲା…
Read More...

ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାନଦୀ, ବୈତରଣୀ, ସାଳନ୍ଦୀ ଓ ଜଳକା ନଦୀରେ ବନ୍ୟା ପରିସ୍ଥିତି ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଶନିବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟର ଯୋଗେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବନ୍ୟା ସ୍ଥିତିର…
Read More...

ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ରେ କ୍ରମାଗତ ଭାବେ ଜଳସ୍ତର ବୃଦ୍ଧି ପାଉଥିବାରୁ ପ୍ରଶାସନର ଚିନ୍ତା ବଢ଼ିଛି। ଜଳଭଣ୍ଡାରକୁ ଲଗାତାର ବିପୁଳ ପରିମାଣର ପାଣି ପ୍ରବେଶ କରୁଥିବାରୁ ପର୍ଯ୍ୟାୟକ୍ରମେ ଗେଟ୍ ଖୋଲାଯାଉଛି। ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ଆଉ ୮ଟି ଗେଟ୍ ଖୋଲାଯିବା ପରେ ବର୍ତ୍ତମାନ…
Read More...

୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା

ରାଜନଗର: ଦୀର୍ଘ ତିନି ମାସର ବନ୍ଦ ପରେ ଆସନ୍ତାକାଲି ଅଗଷ୍ଟ ୧ରୁ ଭିତରକନିକା ଜାତୀୟ ଉଦ୍ୟାନ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ସହିତ ଦେଶ ଓ ବିଦେଶର ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକାର ମନୋରମ ପ୍ରାକୃତିକ ପରିବେଶ, ବିଶାଳ ମ୍ୟାଙ୍ଗ୍ରୋଭ ଜଙ୍ଗଲ ଏବଂ ବିରଳ ବନ୍ୟଜନ୍ତୁଙ୍କୁ…
Read More...

ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ

ଭଦ୍ରକ: ଭଦ୍ରକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାର ପକ୍ଷରୁ ଆନୁଷ୍ଠାନିକ ଆଦେଶ ଜାରି କରାଯାଇଛି। ବର୍ତ୍ତମାନର ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ କାର୍ଯ୍ୟକାଳ ଜୁଲାଇ ୩୧ରେ ଶେଷ ହେବାକୁ ଥିବାରୁ, ତାଙ୍କ ସ୍ଥାନରେ…
Read More...

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ବର: ଲଗାଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ…
Read More...

ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଜିଲ୍ଲାଗୁଡ଼ିକର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ପରିସ୍ଥିତିକୁ ଆକଳନ କରି ସ୍କୁଲ ଛୁଟି ଘୋଷଣା କରିବାର କ୍ଷମତା ସମ୍ପୃକ୍ତ…
Read More...