Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାକିସ୍ତାନର ବେଲୁଚିସ୍ତାନ ପ୍ରାନ୍ତରେ ପୁଣି ଆତଙ୍କବାଦୀ ଆକ୍ରମଣ
ଆୟୁଷ୍ମାନ ଭାରତ ଯୋଜନାରେ ୧୧୨ ଚିକିତ୍ସା ପ୍ୟାକେଜ୍ରୁ ବାଦ୍ ପଡ଼ିବେ ଘରୋଇ ହସ୍ପିଟାଲ
ପୁରୀ ବଡ଼ଦାଣ୍ଡରେ ଟିପି ହୋଟେଲରେ ଗ୍ୟାସ୍ ବିସ୍ଫୋରଣ, ୪ ଆହତ
ଆସାମରେ ଭୟଙ୍କର ସଡ଼କ ଦୁର୍ଘଟଣା, ବସ୍-କଣ୍ଟେନର ଧକ୍କାରେ ୨୦ ମୃତ
ମାଇକ୍ରୋସଫ୍ଟ ତ୍ରୁଟିର ପ୍ରଭାବ: ସ୍ପାଇସଜେଟ୍ର ୩ ଉଡ଼ାଣ ବାତିଲ
Browsing Category
ରାଜ୍ୟ ଖବର
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଠିଆ ହୋଇ ରହିଛି ୧୫ ସଫେଇ ଗାଡ଼ି। ନ୍ୟାୟ ନ ମିଳିଲେ ଭୁବନେଶ୍ୱରରୁ ଅଳିଆ ସଫା ହେବନି ବୋଲି କହିଛନ୍ତି ସଫେଇ କର୍ମଚାରୀ। ବିଏମସି ଅତିରିକ୍ତ କମିଶନର ରତ୍ନାକର!-->…
Read More...
Read More...
ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ!-->…
Read More...
Read More...
ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି
ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍ପି!-->…
Read More...
Read More...
ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା!-->…
Read More...
Read More...
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର: ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା ଯେ, ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ!-->…
Read More...
Read More...
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଏବେ ଆଉ ସରକାରୀ ଅଫିସକୁ ବାରମ୍ବାର ଦୌଡ଼ିବାକୁ ପଡିବନି। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍। ଇ-ରେଜିଷ୍ଟ୍ରେସନ୍ ଆପ୍କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ!-->!-->!-->…
Read More...
Read More...
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ଯାଜପୁର: ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ। ଡାଇରିଆ ସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଛୁଟି ଘୋଷଣାକୁ ୫ ଦିନ ପାଇଁ ବୃଦ୍ଧି କରାଯାଇଥିଲା। ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା।
ତେବେ ସ୍କୁଲ ଖୋଲିବା ନେଇ ବ୍ୟାପକ!-->!-->!-->…
Read More...
Read More...
ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା!-->…
Read More...
Read More...
ଶିଶୁ ସୁରକ୍ଷା, ନ୍ୟାୟ ଓ ବିକାଶ ପାଇଁ କାମ କରିବ ‘ଆମରି ଶିଶୁ’ ପୋର୍ଟାଲ
ଭୁବନେଶ୍ଵର: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି ଶିଶୁ’ ଓ୍ବେବ୍ ପୋର୍ଟାଲ!-->…
Read More...
Read More...
ଜୈବିକ ଅମୃତ ଅନ୍ନରେ ପ୍ରସ୍ତୁତ ହେବ କୋଠଭୋଗ
ପୁରୀ: ଚଳିତବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ବିଜେ ସମୟରେ କୋଠଭୋଗ ପ୍ରସ୍ତୁତ ନେଇ ଶ୍ରୀମନ୍ଦିର ପ୍ରଶାସନ ବଡ଼ ପଦକ୍ଷେପ ନେଇଛନ୍ତି। ଚଳିତବର୍ଷ ରଥଯାତ୍ରାରେ ଜୈବିକ ଅମୃତ ଅନ୍ନରେ କୋଠଭୋଗ ପ୍ରସ୍ତୁତ ହେବା ନେଇ ନିଷ୍ପତ୍ତି ହୋଇଛି। କୋରାପୁଟର ‘ପ୍ରଗତି’ ଅନୁଷ୍ଠାନ!-->…
Read More...
Read More...