Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
ରାଜ୍ୟ ଖବର
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର!-->…
Read More...
Read More...
ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ!-->…
Read More...
Read More...
କ୍ୟାମ୍ପସ୍କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ!-->…
Read More...
Read More...
ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି!-->…
Read More...
Read More...
ଶ୍ରୀଜଗନ୍ନାଥ ଯୋଜନା:ବିନା ବସ୍ ଭଡ଼ାରେ ହେବ ଜଗା ଦର୍ଶନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର ରହିଛି। ଏଥିର ନୂଆ କରି ବଜେଟରେ!-->…
Read More...
Read More...
ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ ପଦବୀ। ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଏବଂ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର!-->…
Read More...
Read More...
୩୧ ମାର୍ଚ୍ଚ ଯାଏ ବଢିଲା ଇ-କେୱାଇସି ଅବଧି
ଭୁବନେଶ୍ଵର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଇ-କେଓ୍ବାଇସିକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାସନ କାର୍ଡରେ ଇ-କେଓ୍ବାଇସି ଅବଧିକୁ ପୁଣି ବଢାଯାଇଛି । ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା!-->…
Read More...
Read More...
ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ଆଇନିମନ୍ତ୍ରୀ
ଭୁବନେଶ୍ଵର: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ!-->…
Read More...
Read More...
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଭୁବନେଶ୍ବର:ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳ ବ୍ୟବହାର ହେବ। ଏ ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର!-->…
Read More...
Read More...
ଖୁବ୍ଶୀଘ୍ର ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର
ଭୁବନେଶ୍ବର: ଟ୍ରାଫିକ୍ ସମସ୍ୟାରୁ ବହୁ ମାତ୍ରାରେ ମୁକ୍ତି ପାଇବେ ରାଜଧାନୀବାସୀ। ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏ ଓଭର କାମ। ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପକୁ ସରକାରଙ୍କ!-->…
Read More...
Read More...