ପ୍ରମୁଖ ଖବର

ପାକିସ୍ତାନର ବେଲୁଚିସ୍ତାନ ପ୍ରାନ୍ତରେ ପୁଣି ଆତଙ୍କବାଦୀ ଆକ୍ରମଣ
ଆୟୁଷ୍ମାନ ଭାରତ ଯୋଜନାରେ ୧୧୨ ଚିକିତ୍ସା ପ୍ୟାକେଜ୍‌ରୁ ବାଦ୍‌ ପଡ଼ିବେ ଘରୋଇ ହସ୍ପିଟାଲ
ପୁରୀ ବଡ଼ଦାଣ୍ଡରେ ଟିପି ହୋଟେଲରେ ଗ୍ୟାସ୍‌ ବିସ୍ଫୋରଣ, ୪ ଆହତ
ଆସାମରେ ଭୟଙ୍କର ସଡ଼କ ଦୁର୍ଘଟଣା, ବସ୍‌-କଣ୍ଟେନର ଧକ୍କାରେ ୨୦ ମୃତ
ମାଇକ୍ରୋସଫ୍ଟ ତ୍ରୁଟିର ପ୍ରଭାବ: ସ୍ପାଇସଜେଟ୍‌ର ୩ ଉଡ଼ାଣ ବାତିଲ
Browsing Category

ରାଜ୍ୟ ଖବର

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ

ଭୁବନେଶ୍ବର: ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।…
Read More...

ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ…
Read More...

ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା…
Read More...

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଉ ଜଣେ ଆଇଏଏସ୍ ଅଧିକାରୀ ।ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଗଲେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ…
Read More...

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ବର: ଆଇଏଏସ୍‌ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ। ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ମିଳିଛି। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ…
Read More...

ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ବୌଦ୍ଧ: ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ କରିଛି ଏସଟିଏଫ। ଏହି ଘଟଣାରେ ଜଣେ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଉଛି ୪୫ ବର୍ଷୀୟ ପ୍ରମୋଦ ପରିଡ଼ା। ଜବତ କରାଯାଇଥିବା ୨ ହାତୀ ଦାନ୍ତର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁସାରେ, ବୌଦ୍ଧ…
Read More...

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ନୂତନ ଅବକାରୀ ନୀତିରେ ନୂଆ…
Read More...

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ କେଇ ଘଣ୍ଟା ଭିତରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ଗତକାଲି ସକାଳ ସୁଦ୍ଧା ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାତି ସୁଦ୍ଧା ୯କୁ ବଢିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ଆଜି ସକାଳେ ଆଉ ୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ…
Read More...

ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଜବତ

ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍‌ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ…
Read More...

ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌

ଭୁବନେଶ୍ବର: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍‌ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍‌ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ ଏବେ ତାହା ବଢ଼ିଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ…
Read More...