ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

ରାଜ୍ୟ ଖବର

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ
Read More...

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ବର: କାଲିଠୁ ସବୁ ସ୍କୁଲ, କଲେଜ ଛୁଟି। ବୁଧବାରଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରହିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
Read More...

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ
Read More...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ: କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କୁ ସୋମବାର ଦିନ ପବ୍ଲିକ ଆଡମିନିଷ୍ଟ୍ରେସନରେ ତାଙ୍କର ଅତୁଳନୀୟ ଯୋଗଦାନ ଓ କାର୍ଯ୍ୟ ଯୋଗୁଁ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ
Read More...

ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ସରକାର। ସମ୍ୱଲପୁର ମହାନଗର ନିଗମ ଦୁର୍ଗାପାଲି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ। ପଶ୍ଚିମ ଓଡ଼ିଶାବାସୀଙ୍କ ପାଖରେ ପହଞ୍ଚିଛି ଲୋକଙ୍କ ସରକାର। ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ଯାଇ
Read More...

ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ଭୁବନେଶ୍ବର: ଆଜି ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍(ଓମସା)ର ସାଧାରଣ ପରିଷଦ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଡାକ୍ତରମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା, ସେମାନଙ୍କ କ୍ୟାଡର ପୁର୍ନଗଠନ, ସ୍ବାସ୍ଥ୍ୟବୀମା, ଚୁକ୍ତିଭିତ୍ତିକ ଅବଧି, କେନ୍ଦ୍ରୀୟ ହାରରେ ଡିଏସିପି
Read More...

ଓଆଇଏସ୍‌ଏଫ୍‌ର ହେବ ଆଉ ଏକ ବାଟାଲିଅନ

୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ
Read More...

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଶନିବାର
Read More...

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ।
Read More...

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ। ଆଉ ନୂଆ ଢଙ୍ଗରେ ବଣ୍ଟାଯିବ ଏହି ନୂଆ ରାସନ କାର୍ଡ। ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ। ଖୁବଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ
Read More...