Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ରାଜ୍ୟ ଖବର
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
ନ୍ୟୁଜ୍ ବ୍ୟୁରୋ: ବାଜିଛି ରାଜ୍ୟସଭା ନିର୍ବାଚନ ବିଗୁଲ। ଘୋଷଣା ହୋଇଛି ବିଧିବଦ୍ଧ ତାରିଖ। ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ମାର୍ଚ୍ଚ ୧୬ତାରିଖରେ ନିର୍ବାଚନ ହେବ ବୋଲି ପ୍ରେସନୋଟ୍ ଜାରି କରି ଭାରତୀୟ ନିର୍ବାଚନ କମିଶନ ସୂଚନା!-->…
Read More...
Read More...
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ନ୍ୟୁଜ୍ ବ୍ୟୁରୋ: କଂଗ୍ରେସ ଦଳକୁ ବିଦାୟ ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ସେ ଆଜି ରାଜ୍ୟ କଂଗ୍ରେସ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦଳରୁ ପଦତ୍ୟାଗ କରିଛନ୍ତି। ଦଳକୁ ପର୍ଯ୍ୟାପ୍ତ ସମୟ ଦେଇପାରୁ ନଥିବାରୁ ସେ ଏହି ସିଦ୍ଧାନ୍ତ ନେଇଥିବା କହିଛନ୍ତି। ଏହା ପୂର୍ବରୁ ସେ!-->…
Read More...
Read More...
୭ରେ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଆସନ୍ତା ମାସ ମାର୍ଚ୍ଚ ୭ ତାରିଖରେ କେନ୍ଦ୍ରଗୃହ ମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡଳିରେ ଅବସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ପ୍ରତିଷ୍ଠା ଦିବସ ଅବସରରେ ସେ ଉପସ୍ଥିତ ରହିବେ। ଏହା ସହ ରାଜ୍ୟରେ!-->…
Read More...
Read More...
ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ
ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ। ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ!-->…
Read More...
Read More...
ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି
ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ!-->…
Read More...
Read More...
ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ
ଭୁବନେଶ୍ବର: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ।ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି।
ସେ କହିଛନ୍ତି ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ଓଡିଶା। ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ!-->!-->!-->…
Read More...
Read More...
କାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ
ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ। ମଙ୍ଗଳବାରଠୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ୍ ଅଧିବେଶନ ୨୦୨୬ ନେଇ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୨୯ ଦିନ ଧରି ଚାଲିବାକୁ ଥିବା ଏହି ସେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୦ ତାରିଖରେ ଗୃହରେ ବଜେଟ୍!-->…
Read More...
Read More...
କେନ୍ଦୁଝର ଜିଲ୍ଲାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ବହୁ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପୂର୍ବାହ୍ନରେ ସେ ବିଶେଷ ହେଲିକପ୍ଟରରେ ବଳଭଦ୍ରପୁର ଗ୍ରାମରେ ପହଞ୍ଚି ପ୍ରସ୍ତାବିତ ଟେକ୍ସଟାଇଲ ପାର୍କ ପ୍ରକଳ୍ପର!-->…
Read More...
Read More...
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ
ନୂଆଦିଲ୍ଲୀ: ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା। ଆଜି ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ଏହାର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଛତ୍ରପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଇଟି ବସ୍ ରେ ୭୪ ଜଣ ଶ୍ରଦ୍ଧାଳୁ ପୁରୀ!-->…
Read More...
Read More...
ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍, ୧୦ ଲକ୍ଷ ଜରିମାନା
ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା!-->…
Read More...
Read More...