ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଜିଲ୍ଲାଗୁଡ଼ିକର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ପରିସ୍ଥିତିକୁ ଆକଳନ କରି ସ୍କୁଲ ଛୁଟି ଘୋଷଣା କରିବାର କ୍ଷମତା ସମ୍ପୃକ୍ତ…
Read More...

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ନାମରେ ନାମିତ ହେବ ଫୁଲବାଣୀ ସରକାରୀ ମେଡିକାଲ କଲେଜ

କନ୍ଧମାଳ: କନ୍ଧମାଳର ପୂଜ୍ୟ ସନ୍ଥ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସ୍ମୃତିକୁ ଚିରସ୍ମରଣୀୟ କରିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ। କନ୍ଧମାଳର…
Read More...

ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

ଜଗତସିଂହପୁର: ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଜିଲ୍ଲାରେ ଲଗାଣ…
Read More...

ଓଡ଼ିଶାରେ ୧୫ ହଜାର କୋଟିର ଏଆଇ-ଆଇଟି ନିବେଶ

ଭୁବନେଶ୍ବର: ଓଡ଼ିଶାକୁ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଓ ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ି ତୋଳିବା ଲକ୍ଷ୍ୟରେ ରାଜ୍ୟ ସରକାର ଏଚ୍‌ସିଏଲ୍‌ଟେକ୍‌ ଓ ସର୍ବମ୍‌ ଏଆଇ ସହ ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…
Read More...

ଅଗଷ୍ଟ ୧୬ରେ ଅବସର ନେବେ ଡିଜିପି ୱାଇ.ବି. ଖୁରାନିଆ

ନୂଆ ଡିଜିପି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ ଭୁବନେଶ୍ବର: ଓଡ଼ିଶା ପୁଲିସ ମହାନିର୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆ ଆସନ୍ତା ଅଗଷ୍ଟ ୧୬ ତାରିଖରେ ଅବସର ଗ୍ରହଣ କରିବେ। ଏଥିପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଗୃହ ବିଭାଗ ପକ୍ଷରୁ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି…
Read More...

ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ଜିନିଷପତ୍ରର ବଢୁଥିବା ଦରଦାମ୍ ମଧ୍ୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ରାଜ୍ୟ ସରକାର ପ୍ରି-ରିଭାଇଜ୍ଡ ORSP-୨୦୦୮ ବେତନ ସ୍କେଲ୍ ଅଧୀନରେ ଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଏହାଫଳରେ ଡିଏ ୨୫୭%ରୁ ବୃଦ୍ଧି ପାଇ ୨୬୨%…
Read More...

ସେପ୍ଟେମ୍ବର ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଦାବି ଓ ଅଭିଯୋଗର ସମାଧାନ ସେପ୍ଟେମ୍ବର ୨ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହାପରେ ସେପ୍ଟେମ୍ବର ୬, ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ…
Read More...

ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂଲିଶ ବନାନ ବାଧ୍ୟତାମୂଳକ

ଭୁବନେଶ୍ବର: ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଓ ସହରାଞ୍ଚଳ ନାମଗୁଡ଼ିକର ସଂଶୋଧିତ ଇଂଲିଶ ବନାନକୁ ତୁରନ୍ତ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗର ଅତିରିକ୍ତ…
Read More...

୪ ଜିଲ୍ଲାରେ କୋଇଲା ଓ ପାଉଁଶ ବୋଝେଇ ଗାଡ଼ି ଚଳାଚଳ ଉପରେ କଟକଣା

ଭୁବନେଶ୍ବର: ଦୁର୍ଘଟଣା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାରେ କୋଇଲା ଓ ପାଉଁଶ ପରିବହନ କରୁଥିବା ଗାଡ଼ି ଚଳାଚଳ ଉପରେ ନୂତନ କଟକଣା ଜାରି କରିଛନ୍ତି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। …
Read More...

ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ

ଭୁବନେଶ୍ବର: ରୋଗୀଙ୍କୁ ଶସ୍ତା ଓ ସୁଲଭ ଔଷଧ ଯୋଗାଇବା ଲକ୍ଷ୍ୟରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସରକାରୀ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ପ୍ରାଥମିକତା ଭିତ୍ତିରେ ଜେନେରିକ୍ ଔଷଧ ଲେଖିବାକୁ ସମସ୍ତ ଡାକ୍ତରଙ୍କୁ ନିର୍ଦ୍ଦେଶ…
Read More...