ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category

ରାଜ୍ୟ ଖବର

ବିଧାନସଭାରେ ପାଳିତ ହେଲା ବିଜୁ ଜୟନ୍ତୀ

ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳିତ ହୋଇଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା
Read More...

ମାର୍ଚ୍ଚ ୫ ପାଳନ ହେବନି ପଞ୍ଚାୟତିରାଜ ଦିବସ

ଖୋଲା ରହିବ ସମସ୍ତ ସ୍କୁଲଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରେ ସବୁ ସ୍କୁଲ ଖୋଲା ରହିବ। ରାଜ୍ୟର ବିଜେପି ସରକାର ଗତକାଲି ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନକୁ ପରିବର୍ତ୍ତନ କରି ଏପ୍ରିଲ ୨୪ ତାରିଖ
Read More...

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ। ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି। ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ। ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ
Read More...

ଖୁବ୍‌ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା

ଭୁବନେଶ୍ବର: ଖୁବ୍‌ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା। ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ
Read More...

ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ

ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ
Read More...

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ବର: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା ଆରମ୍ଭ ହୋଇଗଲାଣି। ଫଳରେ ଜନଜୀବନ ପ୍ରଭାବିତ ହେଉଛି। ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ
Read More...

ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ

ଭୁବନେଶ୍ବର; ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ହେଲେ କୌଶିକ ପଟ୍ଟନାୟକ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ
Read More...

ଅଙ୍ଗନବାଡିରେ ମିଳୁଥିବା ଅଣ୍ଡା ଦାମ୍ ବୃଦ୍ଧି

ଭୁବନେଶ୍ବର: ବଢିଲା ଅଙ୍ଗନବାଡ଼ି ଅଣ୍ଡା ଦାମ। ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି। ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି। ଏଥିପାଇଁ
Read More...

କେନ୍ଦୁଝରରେ ହେବ ୪୦ ହଜାର କୋଟି ଟଙ୍କାର ମେଗା ପ୍ଲାଣ୍ଟ

କେନ୍ଦୁଝର: କେନ୍ଦୁଝର ପାଟଣାରେ ହେବ ବହୁ ପ୍ରତିକ୍ଷିତ ମେଗା ଷ୍ଟିଲ୍ ପ୍ଲାଣ୍ଟ। ରବିବାର ଚମ୍ପୁଆ ଚନ୍ଦ୍ରଶେଖର କଲେଜ ବାର୍ଷିକ ଉତ୍ସବରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରାୟ ୩୦ ହଜାରରୁ ୪୦ ହଜାର କୋଟି ବ୍ୟୟରେ ଏହି ପ୍ଲାଣ୍ଟ ନିର୍ମାଣ ହେବ। ୩୦,୦୦୦ରୁ
Read More...

ମୟୂରଭଞ୍ଜରେ ୩୭୫ କୋଟିର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଉପଖଣ୍ଡରେ ୩୭୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରାୟ ୧୦୦ କୋଟି
Read More...