ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ
Browsing Category

ରାଜ୍ୟ ଖବର

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଛି। ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି। ବର୍ତ୍ତମାନ ସୁଦ୍ଧା
Read More...

ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି। ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି। ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
Read More...

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ
Read More...

ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଡେଡ୍‌ ଲାଇନ୍‌ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ।ମାର୍ଚ୍ଚ ୩୧
Read More...

ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀରେ ମୋ ବସ୍ ଦୁର୍ଘଟଣା ରୋକିବାକୁ ବଡ ପଦକ୍ଷେପ ନେଲେ ସରକାର। ଏବେ ବସ୍‌ ର ଆଗରେ ଓ ପଛରେ ଲଗାଯିବ କ୍ୟାମେରା। ଦୁର୍ଘଟଣା ବେଳେ କ୍ୟାମେରାର ଫିଡ୍ କୁ ଯାଞ୍ଚ କରାଯିବ ଯାହାର ଭୁଲ ଥିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.
Read More...

ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍

ଭୁବନେଶ୍ଵର: ଆସନ୍ତା ମାସରୁ ହେବ ଏଲିଭେଟେଡ୍ କାମ। ରାଜଧାନୀ ଭୁବନେଶ୍ଵରରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦ। ତେବେ ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍। ଏଥିପାଇଁ ୨୭୦୦ କୋଟି ଟଙ୍କା
Read More...

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ବର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ
Read More...

ଦୁଇ ବର୍ଷରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ

ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ସମଗ୍ର ଓଡ଼ିଶାରେ ସାପ କାମୁଡାରେ ମୋଟ ୧୮୫୯ ଜଣଙ୍କର ମୃତ୍ୟୁ ଘଟିଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସାପ କାମୁଡାରେ ୧୧୫୦
Read More...

ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ

ଭୁବନେଶ୍ବର: ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ। ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ,
Read More...

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି। ରାଜ୍ୟରେ ପ୍ରତିଦିନ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି। ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ
Read More...