ପ୍ରମୁଖ ଖବର

ତାମିଲନାଡୁ କ୍ୟାବିନେଟରେ ବିଭାଗ ବଣ୍ଟନ କଲେ ସିଏମ୍ ବିଜୟ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ
ମେ’ ୨୨ରେ ମୋଦିଙ୍କୁ ଭେଟିବେ ତାମିଳନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ତରଭୁଜ ଖାଇ ପରିବାରର ୫ ଅସୁସ୍ଥ, ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ମୃତ୍ୟୁ
ନାବାଳିକା ନିର୍ଯାତନା ମାମଲାରେ ଗିରଫ ହେବେ ବିଜେପି ମନ୍ତ୍ରୀ ସଞ୍ଜୟ ଙ୍କପୁଅ
ରାଜ୍ୟରେ ନାହିଁ ତୈଳ ସଙ୍କଟ : ଆଇଓସିଏଲ୍
ଓସିଏସ୍ ପ୍ରାରମ୍ଭିକ ପରୀକ୍ଷା ଜୁନ୍ ୭ରେ ହେବ
Browsing Category

ରାଜ୍ୟ ଖବର

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ଭୁବନେଶ୍ବର: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି।
Read More...

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ
Read More...

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ

ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ମହାକୁମ୍ଭ ମେଳା ୨୦୨୫ରେ ସାମିଲ ହେବାକୁ ଓଡ଼ିଶାରୁ ଅଯୋଧ୍ୟାକୁ ଆରମ୍ଭ ହେଲା ବସ୍‌ ସେବା। ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ୪ଟି ଅତ୍ୟାଧୁନିକ ବସ୍‌କୁ ପତାକା ଦେଖାଇ ଭିଡିଓ କନଫରେସିଂ ମାଧ୍ୟମରେ ରବିବାର ଶୁଭାରମ୍ଭ କରିଛନ୍ତି
Read More...

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।
Read More...

ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି।
Read More...

ପ୍ରବାସୀ ଭାରତୀୟ ଦିବସ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ଭୁବନେଶ୍ଵରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ
Read More...

୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩ହଜାର ନୂଆ ନିଯୁକ୍ତି ସୃଷ୍ଟି ହେବ। ଯାଜପୁର ଓ କଟକ
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ

ଭୁବନେଶ୍ବର: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର
Read More...

ପୁଣି ମାଆ ହେଲା କଳା କଲରାପତରିଆ ବାଘ

ନୟାଗଡ଼: ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ। ନୟାଗଡ଼ ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା ବାଘ ଏକ
Read More...