ପ୍ରମୁଖ ଖବର

ପାକିସ୍ତାନର ବେଲୁଚିସ୍ତାନ ପ୍ରାନ୍ତରେ ପୁଣି ଆତଙ୍କବାଦୀ ଆକ୍ରମଣ
ଆୟୁଷ୍ମାନ ଭାରତ ଯୋଜନାରେ ୧୧୨ ଚିକିତ୍ସା ପ୍ୟାକେଜ୍‌ରୁ ବାଦ୍‌ ପଡ଼ିବେ ଘରୋଇ ହସ୍ପିଟାଲ
ପୁରୀ ବଡ଼ଦାଣ୍ଡରେ ଟିପି ହୋଟେଲରେ ଗ୍ୟାସ୍‌ ବିସ୍ଫୋରଣ, ୪ ଆହତ
ଆସାମରେ ଭୟଙ୍କର ସଡ଼କ ଦୁର୍ଘଟଣା, ବସ୍‌-କଣ୍ଟେନର ଧକ୍କାରେ ୨୦ ମୃତ
ମାଇକ୍ରୋସଫ୍ଟ ତ୍ରୁଟିର ପ୍ରଭାବ: ସ୍ପାଇସଜେଟ୍‌ର ୩ ଉଡ଼ାଣ ବାତିଲ
Browsing Category

ରାଜ୍ୟ ଖବର

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।…
Read More...

ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି।…
Read More...

ପ୍ରବାସୀ ଭାରତୀୟ ଦିବସ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ଭୁବନେଶ୍ଵରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ…
Read More...

୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩ହଜାର ନୂଆ ନିଯୁକ୍ତି ସୃଷ୍ଟି ହେବ। ଯାଜପୁର ଓ କଟକ…
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ

ଭୁବନେଶ୍ବର: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର…
Read More...

ପୁଣି ମାଆ ହେଲା କଳା କଲରାପତରିଆ ବାଘ

ନୟାଗଡ଼: ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ। ନୟାଗଡ଼ ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା ବାଘ ଏକ…
Read More...

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ‘ଅଦିନିଆ ବର୍ଷା’କୁ ରାଜ୍ୟ ପ୍ରାକୃତିକ ଦୁର୍ବିର୍ପାକ ଭାବେ ଘୋଷଣା କରିଛନ୍ତି। ଗତମାସରେ ଅଦିନିଆ ବର୍ଷରେ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। କୃଷି…
Read More...