ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ରାଜ୍ୟ ଖବର

ଆସନ୍ତା ୩ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ; ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି। ପରେ
Read More...

ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ

ଭୁବନେଶ୍ବର: ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ ଖୁସିଖବର। ବଡ଼ ଘୋଷଣା କଲେ ସରକାର। ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ଦୀର୍ଘ ଦିନରୁ ପୋଷାକର ସରକାରୀ ମୂଲ୍ୟ ବୃଦ୍ଧି ପାଇଁ ହେଉଥିବା ଦାବିକୁ ବିଚାର କରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ
Read More...

୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ବର: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ। ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ
Read More...

ଆସନ୍ତା ୨୮ରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ। ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ଅନ୍ୟ ପକ୍ଷରେ
Read More...

୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ। ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦
Read More...

୪.୫୭ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ମହିଳା ଓ ଶିଶୁ ବିକାଶ ବିଭାଗର ପୂର୍ବ ଘୋଷଣା ମୁତାବକ ଗୁରୁବାର ଦିନ ୪,୫୭,୬୮୧ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି)
Read More...

ହଟିବ ଡିଜେଲ ଚାଳିତ ଆମ ବସ୍ : ମନ୍ତ୍ରୀ

ଭୁବନେଶ୍ବର: ବନ୍ଦ ହେବ ଡିଜେଲ ଚାଳିତ ଆମ୍‌ ବସ। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ସରକାରଙ୍କ ‘ଆମ ବସ୍’ ସେବା ଅଧୀନରେ ଡିଜେଲ ଚାଳିତ ବସ୍‌ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ। ଡିଜେଲ ଚାଳିତ ‘ଆମ୍‌
Read More...

ଏବେ ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ଚଲାଇବେ ‘ଆମ ବସ୍’

ଭୁବନେଶ୍ଵର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’
Read More...

ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ

ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି : ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ ଭୁବନେଶ୍ବର: ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ
Read More...

୨୪ରୁ ବଡ଼ିବନି ଘରୋଇ ବସ୍‌

ଭୁବନେଶ୍ବର: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ ଦାବି କରିଛନ୍ତି। ଆସନ୍ତା ୨୩ ତାରିଖ
Read More...