ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

ରାଜ୍ୟ ଖବର

ତାମିଲନାଡ଼ୁରେ ସରକାର ଗଢ଼ିବ ଟିଭିକେ

ରାଜ୍ୟପାଳଙ୍କ ନିକଟରେ ଦାବି ରଖିଲେ ବିଜୟଚେନ୍ନାଇ: ତାମିଲନାଡ଼ୁରେ ସରକାର ଗଠନ ପାଇଁ ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ଔପଚାରିକ ଭାବେ ଦାବି ରଖିଛନ୍ତି। ବିଭିନ୍ନ ବିରୋଧୀ ଦଳର ସମର୍ଥନ ମିଳିବା ପରେ ଟିଭିକେ ଶିବିର ବିଧାନସଭାରେ ମ୍ୟାଜିକ୍ ସଂଖ୍ୟା ଅତିକ୍ରମ କରିଛି। ବିଜୟ ଶୁକ୍ରବାର
Read More...

ମମତା ଦେବେନି ଇସ୍ତଫା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟରେ ରାଜନୀତିକ ଉତ୍ତେଜନା ଚରମ ସୀମାକୁ ପହଞ୍ଚିଛି। ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ପ୍ରଥମଥର ପାଇଁ ସାମ୍ବାଦିକ ସମ୍ମିଳନୀ କରି ବିଜେପି ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି ଓ ନିର୍ବାଚନ
Read More...

ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱରରେ ନୌକା ଦୁର୍ଘଟଣାକୁ ରୋକିବା ପାଇଁ ପରିବହନ ବିଭାଗ କଠୋର ନିର୍ଦେଶ ଜାରି କରିଛି। ଏହି ଅନୁସାରେ, ନୌକାରେ ଯାତ୍ରା କରୁଥିବା ପ୍ରତ୍ୟେକ ଯାତ୍ରୀଙ୍କ ପାଇଁ ଲାଇଫ୍ ଜାକେଟ୍ ପିନ୍ଧିବା ଅନିବାର୍ୟ କରାଯାଇଛି ଏବଂ କ୍ଷମତାଠାରୁ ଅଧିକ ଯାତ୍ରୀ ବୋହାଣା ଉପରେ ପ୍ରତିବନ୍ଧ
Read More...

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଘଟିଥିବା ଜିତୁ ମୁଣ୍ଡାଙ୍କ ଘଟଣାକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖି ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ଚିଠିରେ ନବୀନ
Read More...

ରାଜଧାନୀରେ ବଜ୍ରପାତର ତାଣ୍ଡବ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ରାଜଧାନୀରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱରର ନୀଳାଦ୍ରି ବିହାର ଅଞ୍ଚଳର ସୋମନାଥ ବସ୍ତିରେ ଏକ ଘର ଉପରେ ବଜ୍ରପାତ ହେବାରୁ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି। ବଜ୍ରପାତର
Read More...

ଘରେ-ଘରେ ମିଳିବ ପାଇପ୍‌ରେ ରନ୍ଧନ ଗ୍ୟାସ୍‌

କ୍ୟାବିନେଟରେ ଓଡ଼ିଶା ସିଟି ଗ୍ୟାସ୍‌ ନୀତିକୁ ମଞ୍ଜୁରୀ ଭୁବନେଶ୍ଵର: ରାଜ୍ୟରେ ଏଣିକି ଘରେଘରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ (PNG) ପହଞ୍ଚିବାକୁ ପଥ ପ୍ରସ୍ତୁତ ହୋଇଛି। ଆଉ ଏଲପିଜି ସିଲିଣ୍ଡର ପାଇଁ ଘଣ୍ଟା ଘଣ୍ଟା ଲାଇନରେ ଠିଆ ହେବାକୁ ପଡିବ ନାହିଁ। ଏହା ପାଇଁ ରାଜ୍ୟ ସରକାର “ଓଡ଼ିଶା
Read More...

ଅନୈତିକ କାର୍ଯ୍ୟରେ ଲିପ୍ତ ଶୁଦ୍ଧ ସୁଆର ଓ ଦଇତାପତି ସେବକଙ୍କୁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ପୁରୀ: ଶ୍ରୀମନ୍ଦିରର ଶୁଦ୍ଧ ସୁଆର ଓ ଦଇତାପତି ସେବକ, ଶ୍ରଦ୍ଧାନନ୍ଦ ଦାସ ମହାପାତ୍ର ଙ୍କୁ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୋଲିସ୍ ମୋକଦ୍ଦମା ରୁଜୁ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନଙ୍କ ଦୃଷ୍ଟିକୁ ଆସିବା ପରିପ୍ରେକ୍ଷୀରେ ଆଜି ଶ୍ରୀମନ୍ଦିର ଆଇନ ଅନୁଯାୟୀ
Read More...

ଖୋର୍ଦ୍ଧାରେ ସକାଳୁଆ ସ୍କୁଲ୍: ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ କ୍ଲାସ୍

ଭୁବନେଶ୍ବର: ରାଜ୍ୟରେ ଜାରି ଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ୍ ସମୟରେ ପରିବର୍ତ୍ତନ କରାଯାଇଛି। ଶୁକ୍ରବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସହିତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ
Read More...

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି

ଭୁବନେଶ୍ଵର: ଜନଗଣନା କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ବୈଠକ ଡାକି ସୁରକ୍ଷା ପାଇଁ ଏକ ଏସ୍‌ଓପି ପ୍ରସ୍ତୁତି ଉପରେ ଆଲୋଚନା କରିଛନ୍ତି। ଘରେ ଘରେ ଯାଇ ଜନଗଣନା କରିବା ଏକ ଚ୍ୟାଲେଞ୍ଜ ଥିବା
Read More...

ଭୁବନେଶ୍ୱରରୁ ତିରୁପତି-ଶିରିଡ଼ି ସହ ୧୦ ରୁଟ୍‌ରେ ଉଡ଼ିବ ବିମାନ

ଭୁବନେଶ୍ଵର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ ଗତି ଦେବା ଏବଂ ଯାତ୍ରୀମାନଙ୍କ ସୁବିଧା ବଢ଼ାଇବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଗତ ମାର୍ଚ୍ଚରେ ସବ୍‌ସିଡି ସମସ୍ୟା ଯୋଗୁଁ ଭୁବନେଶ୍ୱରରୁ ପ୍ରାୟ ୧୧ଟି ବିମାନ ରୁଟ୍ ବନ୍ଦ ହୋଇଥିବାବେଳେ, ଏବେ ସେହି ଅବସ୍ଥାକୁ ସୁଧାରିବା ପାଇଁ
Read More...