ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜ୍ୟ ଖବର

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ପିନାକ ମିଶ୍ର ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ ଡିଆଇଜି ନିଯୁକ୍ତ ହୋଇଥିବା ବେଳେ ସ୍ମିତ ପରମାରଙ୍କୁ କ୍ରାଇମବ୍ରାଞ୍ଚ ଏସପି ଦାୟିତ୍ବ ଦିଆଯାଇଛି। ସନ୍ତୋଷ ବାଲାଙ୍କୁ SFSL ନିର୍ଦ୍ଦେଶକ
Read More...

୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,
Read More...

ବାଲ୍‌ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା

ଭୁବନେଶ୍ବର: ରାଜ୍ୟର ସମସ୍ତ ଶିଶୁ(ବାଲ୍‌)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳ
Read More...

ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ବର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ । ଏହା ସହିତ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ମଧ୍ୟ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ସମ୍ବଲପୁର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨
Read More...

ଶିଶୁ ଓ ମହିଳାମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ
Read More...

ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍

ଭୁବନେଶ୍ବର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଟ୍ରେନ୍ ନମ୍ବର
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋର୍ଡ

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସକୋର୍ଡ ଲାଗୁ ହୋଇଛି । ୨୦୨୫-୨୬ ଶିକ୍ଷାବର୍ଷ ଠାରୁ ସମସ୍ତ ପ୍ରଥମ ବର୍ଷର ସ୍ନାତକ ଛାତ୍ରଙ୍କ ପାଇଁ ଏକ ବାଧ୍ୟତାମୂଳକ ୟୁନିଫର୍ମ ଡ୍ରେସ୍ କୋଡ୍ ଲାଗୁ ହୋଇଛି
Read More...

ପୁରୀରୁ ରାଜସ୍ଥାନକୁ ଗଡ଼ିବ ଟ୍ରେନ

ପୁରୀ: ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ। ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ ପୁରୀ ଲାଲଗଡ ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ପର୍ଯ୍ୟନ୍ତ ସମ୍ପ୍ରସାରଣ ହୋଇଛି। ଗତକାଲି
Read More...

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା, ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ଶ୍ରୀମନ୍ଦିରକୁ ଆତଙ୍କବାଦୀ ଆକ୍ରମଣ ଧମକ ଚେତାବନୀ। ଏଥି ସହିତ ଫୋନ୍ ନମ୍ୱର ମଧ୍ୟ ଦିଆଯାଇଛି। ମନ୍ଦିରର ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ
Read More...