Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
ଆଇନ
ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ ପକ୍ଷରୁ ଏହି ସମନ ଜାରି କରାଯାଇଥିବା!-->…
Read More...
Read More...
ଏସସିବିରେ ଚାକିରି ଦେବା ଘଟଣାରେ ଆଉ ୨ ଗିରଫ
କଟକ: କଟକ ବଡ ମେଡିକାଲରେ ଚାକିରି ବିକ୍ରି ପ୍ରସଙ୍ଗରେ ଏବେ ଆଉ ଦୁଇ ଜଣ ଅଭିଯୁକ୍ତିଙ୍କୁ ବାନ୍ଧିଛି ପୋଲିସ୍। ପୂର୍ବରୁ ୨ ଜଣ ଅଭିଯୁକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ପୁଣି ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଧରିଛି ମଙ୍ଗଳାବାଗ ପୋଲିସ୍ । ଏଥିସହିତ ସହିତ ଗିରଫଦାରୀ ୪କୁ ପହଞ୍ଚିଛି।ତେବେ!-->…
Read More...
Read More...
ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାରର କନିଷ୍ଠ କିରାଣି
ଭୁବନେଶ୍ୱର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କର । ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ!-->…
Read More...
Read More...
ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ, ସ୍ଥଗିତ ରହିଲା ଶୁଣାଣି
ଭରତପୁର: ଭରତପୁର ଥାନା ଘଟଣାରେ ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ଯେଉଁ କାରଣରୁ ଆଜି ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ହେବାକୁ ଥିବା ଶୁଣାଣି ସ୍ଥଗିତ ରଖାଯାଇଛି। ଯାହା ଆସନ୍ତା ୧୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
ତେବେ ଶୁକ୍ରବାର କ୍ରାଇମବ୍ରାଞ୍ଚ ପକ୍ଷରୁ ଭରତପୁର!-->!-->!-->…
Read More...
Read More...
ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍
ସମ୍ବଲପୁର:ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶନିବାର ବିଳମ୍ବିତ ରାତି ଯାଏ!-->…
Read More...
Read More...
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍
ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍। ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ରେବତୀ ରମଣ ଯୋଶୀଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା!-->…
Read More...
Read More...
ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ!-->…
Read More...
Read More...
ବ୍ରେକ ଅପ୍ କରିବା ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଏପରି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ। ବରଂ ଏପରି ହେବାପରେ ବ୍ୟକ୍ତି ମାନସିକ ଭାବରେ!-->…
Read More...
Read More...
ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ
ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍ରୁ ମୁକୁଳିପାରିବେ!-->…
Read More...
Read More...