ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର
Browsing Category

ଆଇନ

ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପୁରୀ: ମଟନ ନାଁରେ ଗୋମାଂସ ବିକ୍ରି ଅଭିଯୋଗ ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ଜିଲା ପ୍ରଶାସନ। ଏହି ଢ଼ାବାରେ ମଟନ୍ ନାଁରେ ଗୋମାଂସ ରୋଷେଇ କରି ଗ୍ରାହକ ମାନଙ୍କୁ ଦିଆଯାଉଥିଲା। ଜୟା ଢାବାର ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩
Read More...

ସୁନା ଚୋରା ଚାଲାଣ ମାମଲାରେ ରିମାଣ୍ଡରେ ରାନ୍ୟା ରାଓ

ବେଙ୍ଗାଲୁରୁ: ସୁନା ଚୋରାଚାଲାଣ ମାମଲାରେ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ୩ ଦିନିଆ ରିମାଣ୍ଡରେ ପଠାଯାଇଛି। ଡାଇରେକ୍ଟୋରେଟ ଅଫ୍‌ ରେଭିନ୍ୟୁ ଇଣ୍ଟେଲିଜେନ୍ସ(ଡିଆର୍‌ଆଇ)ର ଯୁକ୍ତି ପରେ ବେଙ୍ଗାଲୁରୁସ୍ଥିତ ଇକୋନୋମିକ୍‌ ଅଫେନ୍ସ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାନ୍ୟାଙ୍କୁ ଜେରା ସମୟରେ ଏକ
Read More...

ବୀରେନ୍ଦ୍ର ସେହୱାଗଙ୍କ ଭାଇ ଗିରଫ

ଚଣ୍ଡିଗଡ଼: ବୀରେନ୍ଦ୍ର ସେହୱାଗଙ୍କ ଭାଇଙ୍କୁ ଗିରଫ କଲା ପୋଲିସ। ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟ ଖେଳାଳି ବୀରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କୁ ପୋଲିସ ଗିରଫ କରିଛି। ଏକ ରିପୋର୍ଟ ଅନୁଯାୟୀ, ବିନୋଦ ସେହୱାଗଙ୍କ ଚେକ ବାଉନ୍ସ ମାମଲା କୋର୍ଟରେ ଚାଲିଛି। ଗୁରୁତ୍ୱପୂର୍ଣ୍ଣ କଥା
Read More...

ଏସଟିଏ ଯୁଗ୍ମ କମିଶନର ଗିରଫ

କଟକ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ
Read More...

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି। ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ ଓ
Read More...

ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଲା। ମଙ୍ଗଳବାର ଶୁଣାଣି ପରେ ହାଇକୋର୍ଟ ଏହି ସୁରକ୍ଷା ବଳବତ୍ତର ରଖିଛନ୍ତି। ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି। ବର୍ତ୍ତମାନ ସିବିଆଇ ବିଷ୍ଣୁପଦ ସେଠୀଙ୍କୁ ଗିରଫ କରିପାରିବନି। ସୂଚନାମୁତାବକ,
Read More...

ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ

କେନ୍ଦୁଝର: ଖଣିଜ ପରିବହନ ଅନିୟମିତତା ଓ ଟିକସ ଫାଙ୍କିବା ଅଭିଯୋଗରେ ବିଜେଡି ନେତାରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ ହୋଇଛି। ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ
Read More...

ସହଦେବ ନାୟକ ହତ୍ୟା ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ବାଣୀବିହାର- ରସୁଲଗଡ଼ ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି। କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ
Read More...

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ
Read More...