ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଆଇନ

ସଞ୍ଜୟ ରାୟକୁ ମୃତ୍ୟୁଦଣ୍ଡ ଲାଗି କଲିକତା ହାଇକୋର୍ଟରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନ

ପଶ୍ଚିମବଙ୍ଗ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ସିଆଲଦା କୋର୍ଟ ଦ୍ୱାରା ଆଜୀବନ କାରାଦଣ୍ଡର ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ପଶ୍ଚିମବଙ୍ଗ ସରକାର। ସଞ୍ଜୟକୁ ମୃତ୍ୟୁ ଦଣ୍ଡାଦେଶ ଲାଗି କୋଲକାତା ହାଇକୋର୍ଟରେ ଆବେଦନ କରିଛନ୍ତି
Read More...

ସୈଫଙ୍କୁ ଛୁରାମାଡ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ

ମୁମ୍ବାଇ: ଅଭିନେତା ସୈଫ ଅଲି ଖାନଙ୍କୁ ଆକ୍ରମଣ ଘଟଣାରେ ପୋଲିସକୁ ମିଳିଛି ବଡ ସଫଳତା। ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ମୁମ୍ବାଇ ପୋଲିସ। ରବିବାର ହିରାନାନ୍ଦାନୀ ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ବାଂଲାଦେଶୀ ହୋଇଥିବା ସନ୍ଦେହ କରାଯାଉଛି।ପୋଲିସ ସୂଚନା
Read More...

ଆର୍‌.ଜି କର ହସ୍ପିଟାଲ ଘଟଣାରେ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ

କୋଲକାତା: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ। ସୂଚନା ଯୋଗ୍ୟ,
Read More...

ଇମ୍ରାନ ଖାନଙ୍କୁ ୧୪ ବର୍ଷ ଓ ପତ୍ନୀ ବୁଶରାଙ୍କୁ ୭ ବର୍ଷ ଜେଲଦଣ୍ଡ

ପାକିସ୍ତାନ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି। ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି। ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ
Read More...

ନବ ଦାସଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ

ସମ୍ବଲପୁର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ କିଶୋର ଦାସଙ୍କ ଭାଇ ବ୍ରଜ କିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆୟକର ଚଢାଉ ହୋଇଛି। ଆୟକର ଫାଙ୍କିବା ଅଭିଯୋଗରେ ସମ୍ବଲପୁର ଧନକଉଡ଼ାସ୍ଥିତ ତାଙ୍କ ବାସଭବନ, ଭଡ଼ାଘରେ ଓ କାର୍ଯ୍ୟାଳୟରେ ଚଢାଉ କରାଯାଇଛି। ବ୍ରଜ ଦାସ ଜଣେ ସୁପରକ୍ଲାସ
Read More...

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ବର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌। ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି। ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି।
Read More...

ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ

ଭୁବନେଶ୍ବର: ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମର ଚଢାଉ। ଭୁବନେଶ୍ବର ଦିଲ୍ଲୀ, ଝାଡ଼ଖଣ୍ଡ ସମେତ ୧୨ଟି ସ୍ଥାନରେ ଏକକାଳୀନ ରେଡ୍। ଘର ଓ ଅଫିସରେ ଚଢ଼ାଉ କରୁଛି। ଆକାଉଣ୍ଟ ଟ୍ରାଞ୍ଜାକ୍ସନ୍‌ର ଖୋଳତାଡ଼ କରୁଛି ବିଭାଗ। ବିନା ଲୋନ୍‌ରେ ଦାମୀ କାର୍‌ କିଣିବାକୁ ନେଇ କିଛି ଦିନ ତଳେ
Read More...

ସମ୍ବଲପୁର ଡବଲ ମର୍ଡର ଘଟଣାରେ ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା କଟାପାଲିରେ ଗତ ଶନିବାର ବିଳମ୍ବିତ ରାତିରେ ଟ୍ରକ୍‌ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସୋମବାର ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ କୋର୍ଟ ଚାଲାଣ କରିଥିଲା। ପରେ
Read More...

ଦଳାଚକଟା ଘଟଣାରେ ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ

ହାଇଦ୍ରାବାଦ: ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର
Read More...

ଗଠନ ହେଲା ଓଡ଼ିଶା ଲ’ କମିଶନ

ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷଭୁବନେଶ୍ବର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
Read More...