Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର
Browsing Category
ଆଇନ
ଗଠନ ହେଲା ଓଡ଼ିଶା ଲ’ କମିଶନ
ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷଭୁବନେଶ୍ବର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
!-->!-->…
Read More...
Read More...
ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଗିରଫ ହେଲେ ବୋରିଗୁମ୍ମା ଏଆରଆଇ
ବୋରିଗୁମ୍ମା: ଗିରଫ ହେଲେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତ ଗୁରୁବାର ସକାଳୁ ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୮ଟି ସ୍ଥାନରେ ଚଢ଼ାଉ!-->…
Read More...
Read More...
ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ
ବୋରିଗୁମ୍ମା: ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି। ବର୍ତ୍ତମାନ ସେ ଆରଆଇ ପୋଷ୍ଟରେ ଇନଚାର୍ଜ ଅଛନ୍ତି।
!-->!-->!-->…
Read More...
Read More...
ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା
ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲାରେ ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ!-->…
Read More...
Read More...
ନିଲମ୍ବିତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଉଠାଇନେଲା ଭିଜିଲାନ୍ସ
ନବରଙ୍ଗପୁର: ଦୁଇଟି ପଞ୍ଚାୟତରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍ ଅଭିଯୋଗରେ ସମ୍ପୃକ୍ତ ନିଲମ୍ବିତ ପିଇଓଙ୍କୁ ଉଠାଇ ନେଲା ନବରଙ୍ଗପୁର ଭିଜିଲାନ୍ସ। କୋରାପୁଟ ଜିଲା ଜୟପୁରସ୍ଥିତ ଭିଜିଲାନ୍ସ ଏସ୍ପିଙ୍କ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା ଚଳାଇଛି। ଆଗରୁ ରାଇଘର ବ୍ଲକ ୩ଟି!-->…
Read More...
Read More...
ପୂର୍ବତନ କ୍ରିକେଟର୍ ରବିନ ଉଥପ୍ପାଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି
ନ୍ୟୁଜ୍ ବ୍ୟୁରୋ: ଅଡୁଆରେ ଟିମ୍ ଇଣ୍ଡିଆରେ ପୂର୍ବତନ କ୍ରିକେଟର୍ ରବିନ୍ ଉଥାପ୍ପା। ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି। ଉଥପ୍ପାଙ୍କ ଉପରେ ଇପିଏଫଓ ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ଭାରତୀୟ!-->…
Read More...
Read More...
ଲାଞ୍ଚ ନେଇ ଧରା ପଡିଲେ ସୁବର୍ଣ୍ଣପୁର ଜିଏମ୍ ଡିଆଇସି
ସୁବର୍ଣ୍ଣପୁର: ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ ଅଫିସ ପ୍ରକୋଷ୍ଠରେ ଜଣେ ବ୍ୟକ୍ତିଙ୍କ ଠାରୁ ଲୋନ୍ ମଞ୍ଜୁର କରିବା!-->…
Read More...
Read More...
ରେଲୱେ ଚାକିରି କରାଇଦେବାକୁ କହି ଲୁଟିନେଲେ ଲକ୍ଷାଧିକ ଟଙ୍କା
କଟକ: ରେଲୱେ ଚାକିରି କରାଇଦେବାକୁ ପ୍ରଲୋଭନ ଦେଖାଇ ଜାଲ ନିଯୁକ୍ତି ପତ୍ର ଦେଇ ଲୁଟିନେଲେ। ରେଲୱେରେ ବିଭିନ୍ନ ପଦବୀରେ ଚାକିରି କରାଇଦେବାକୁ କହି ଠକି ନେଇଛନ୍ତି ଲକ୍ଷାଧିକ ଟଙ୍କା। ଏନେଇ ଚିରଞ୍ଜୀବି ରାଉତ କଟକ ବିଡାନାସୀ ଥାନାରେ ଏତଲା ଦେଇଛନ୍ତି। ଏତଲା ତଥା ବିଭିନ୍ନ ପ୍ରମାଣ ଆଧାରରେ!-->…
Read More...
Read More...
ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ
ନୂଆଦିଲ୍ଲୀ: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ବିଜୟ ମାଲ୍ୟାଙ୍କ ଠାରୁ ୧୪ହଜାର ୧୩୧ଟଙ୍କା ସମ୍ପତ୍ତି ଜବତ ହୋଇଥିବାବେଳେ ନୀରବ ମୋଦିଙ୍କ ଠାରୁ ୧ହଜାର ୫୨କୋଟି ଟଙ୍କା ଜବତ ହୋଇଛି। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି!-->…
Read More...
Read More...
ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି
ସମ୍ବଲପୁର: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍!-->…
Read More...
Read More...