Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି
Browsing Category
ଆଇନ
ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା
ଭୁବନେଶ୍ବର; ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା କରିଛି। ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ବାହାରିବା ଘଟଣାରେ ଆଜି ସିବିଆଇ ଜେରା କରିଛି। ସିବିଆଇ ଅଫିସରୁ ବାହାରି ଗଣମାଧ୍ୟମ ଆଗରେ ସବୁ ସତ ଓଗାଳିଛନ୍ତି ଡ୍ରାଇଭର ।
ଏନେଇ ଡ୍ରାଇଭର!-->!-->!-->…
Read More...
Read More...
ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ
ତେଲଙ୍ଗାନା: ଥିଏଟରରେ ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଗତକାଲି ଏହି ଅଭିନେତାଙ୍କୁ ପୋଲିସ ଗିରଫ କରିଥିଲା ଏବଂ ପରେ ତାଙ୍କୁ ୧୪ ଦିନିଆ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା। ପରେ ତେଲଙ୍ଗାନା କୋର୍ଟ ଅଲ୍ଲୁଙ୍କୁ ଜାମିନ ପ୍ରଦାନ କରିଥିଲେ। ଏହା ସତ୍ତ୍ୱେ!-->…
Read More...
Read More...
ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ ପକ୍ଷରୁ ଏହି ସମନ ଜାରି କରାଯାଇଥିବା!-->…
Read More...
Read More...
ଏସସିବିରେ ଚାକିରି ଦେବା ଘଟଣାରେ ଆଉ ୨ ଗିରଫ
କଟକ: କଟକ ବଡ ମେଡିକାଲରେ ଚାକିରି ବିକ୍ରି ପ୍ରସଙ୍ଗରେ ଏବେ ଆଉ ଦୁଇ ଜଣ ଅଭିଯୁକ୍ତିଙ୍କୁ ବାନ୍ଧିଛି ପୋଲିସ୍। ପୂର୍ବରୁ ୨ ଜଣ ଅଭିଯୁକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ପୁଣି ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଧରିଛି ମଙ୍ଗଳାବାଗ ପୋଲିସ୍ । ଏଥିସହିତ ସହିତ ଗିରଫଦାରୀ ୪କୁ ପହଞ୍ଚିଛି।ତେବେ!-->…
Read More...
Read More...
ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାରର କନିଷ୍ଠ କିରାଣି
ଭୁବନେଶ୍ୱର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କର । ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ!-->…
Read More...
Read More...
ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ, ସ୍ଥଗିତ ରହିଲା ଶୁଣାଣି
ଭରତପୁର: ଭରତପୁର ଥାନା ଘଟଣାରେ ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ଯେଉଁ କାରଣରୁ ଆଜି ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ହେବାକୁ ଥିବା ଶୁଣାଣି ସ୍ଥଗିତ ରଖାଯାଇଛି। ଯାହା ଆସନ୍ତା ୧୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
ତେବେ ଶୁକ୍ରବାର କ୍ରାଇମବ୍ରାଞ୍ଚ ପକ୍ଷରୁ ଭରତପୁର!-->!-->!-->…
Read More...
Read More...
ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍
ସମ୍ବଲପୁର:ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶନିବାର ବିଳମ୍ବିତ ରାତି ଯାଏ!-->…
Read More...
Read More...
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍
ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍। ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ରେବତୀ ରମଣ ଯୋଶୀଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା!-->…
Read More...
Read More...
ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ!-->…
Read More...
Read More...