ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ
Browsing Category

ଆଇନ

ମାହାଙ୍ଗା ଡବଲ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ
Read More...

ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର

କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି। ବିଭାଷ
Read More...

ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ। ଏଥିପାଇଁ
Read More...

ନାବାଳିକା ବଳାତ୍କାର ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ

କନ୍ଧମାଳ: କନ୍ଧମାଳ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା
Read More...

ଗଣମାଧ୍ୟମରେ ପ୍ରକାଶ ପାଇବନି ସେନାଅଧିକାରୀ ଓ ମହିଳା ବନ୍ଧୁଙ୍କ ନାଁ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣାର ବିବାଦ ବଢ଼ିବାରେ ଲାଗିଛି। ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍। ଭରତପୁର ଥାନା କାଣ୍ଡକୁ ନେଇ ରୁଜୁ ହେଲା ଜନସ୍ଵାର୍ଥ ମାମଲା। ଏହି ମାମଲାରେ ପୀଡ଼ିତା ଓ
Read More...

ରୋଡ୍‌ ରୋମିଓଙ୍କୁ ଗିରଫ ପରେ କୋର୍ଟ ଚାଲାଣ କଲା ପୋଲିସ

ଭୁବନେଶ୍ବର: କ୍ୟାପଟେନ ଗୁରୁଓ୍ବନ୍ତ ସିଂହ ଏବଂ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଅଟକାଇ ମାଡ଼ ମାରିବା ଘଟଣାରେ ଚନ୍ଦକା ଥାନା ପୁଲିସ ୭ ରୋଡ୍ ରୋମିଓଙ୍କୁ ଗିରଫ କରିଛି। ଗିରଫ ପରେ କୋର୍ଟ ଚାଲାଣ କରିଛି। ସମସ୍ତ ୭ ଅଭିଯୁକ୍ତ ଛାତ୍ର ବୋଲି ସୂଚନା ଦେଇଛନ୍ତି ଅତିରିକ୍ତ ଡିସିପି କୃଷ୍ଣପ୍ରସାଦ
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଗିରଫ

ବାଲେଶ୍ୱର: ବନ୍ଧାହେଲେ ବାଲେଶ୍ୱର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌ଭି ହରିହର ରାଓ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆଜି ଯନ୍ତ୍ରୀ ବାବୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଶୁକ୍ରବାର ରାଓଙ୍କ ବିଭିନ୍ନ ସ୍ଥାନରେ ରେଡ୍‌ କରି ବିପୁଳ ସଂପତ୍ତି ପାଇଥିଲା ଭିଜିଲାନ୍ସ।
Read More...

ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣଙ୍କୁ ଧରିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା। ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ। ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ।
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା
Read More...

ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ ଏକ ଟିମ ସହ
Read More...