ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର
Browsing Category

ଆଇନ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ
Read More...

ବ୍ରେକ ଅପ୍ କରିବା ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଏପରି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ। ବରଂ ଏପରି ହେବାପରେ ବ୍ୟକ୍ତି ମାନସିକ ଭାବରେ
Read More...

ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ

ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍‌ରୁ ମୁକୁଳିପାରିବେ
Read More...

ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟରେ ଇଡିର ଚଢାଉ

ମୁମ୍ବାଇ: ମୋବାଇଲ୍‌ ଆପ୍‌ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ୍ ପ୍ରସ୍ତୁତି ଏବଂ ପ୍ରସାରଣ ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବ୍ୟବସାୟୀ ତଥା ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ଵାମୀ ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଚଢାଉ କରିଛି।ଶୁକ୍ରବାର ଇଡି
Read More...

ଗିରଫ ‌ହେଲେ ପଦ୍ମନାଭ

କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିବା ଅଭିଯୋଗରେ କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଗତକାଲି ତାଙ୍କର ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ଓ ଭବାନୀପାଟଣା ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ
Read More...

କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ। ଚଢ଼ାଉ ବେଳେ ତାଙ୍କର ପୁଳାପୁଳା ସମ୍ପତ୍ତି
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ

ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା
Read More...

ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ ।
Read More...

ବାଂଲାଦେଶୀ ଯୁବତୀ ଉଦ୍ଧାର ପରେ ମାମଲା ରୁଜୁ କଲା କମିଶନରେଟ ପୋଲିସ

ବାଂଲାଦେଶୀ ନାବାଳିକାଙ୍କ ବୟାନ, ଚାକିରି କରାଇ ଦେବା କହି ଦେହ ବ୍ୟବସାୟ କରାଉଥିଲେକଟକ: କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି। ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ନାବାଳିକା ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି। ଘଟଣା ପଛରେ ରାକେଟ୍‌ର ହାତ ଅଛି
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର
Read More...