ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ
Browsing Category

ଆଇନ

ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୋଟିଏ ଦିନ ଯାଇଛିକି ନାହିଁ ୟୁ ଟର୍ଣ୍ଣ ମାରିଲେ ରାଜ୍ୟ ସରକାର। ଗତକାଲି ମୁଖ୍ୟମନ୍ତ୍ରୀ ଗୃହରେ ଅବଗତ କରିଥିଲେ, ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଦିନକ ପରେ କଥା ବଦଳାଇ କହିଲେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ
Read More...

ଗିରଫ ହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ

ଯାଜପୁର: ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ। ଯାଜପୁର ସିଟି ଏବଂ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଏହାସହିତ ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ ବିଭାଗ। ସରକାରୀ ଟିକସ ହେର୍‌ଫେର୍‌
Read More...

ଆରଜି କର ହସ୍ପିଟାଲର ଆଖପାଖ ଅଞ୍ଚଳରେ ଧାରା ୧୪୪ ଜାରି

କୋଲକାତା: ଆରଜି କର ହସ୍ପିଟାଲର ଆଖପାଖ ଅଞ୍ଚଳରେ ଧାରା ୧୪୪ ଜାରି। କୋଲକାତା ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ମାମଲାରେ ଏହି ଧାରା ଜାରି ହୋଇଛି। ଆଜିଠାରୁ ୨୪ ଅଗଷ୍ଟ ପର୍ୟ୍ୟନ୍ତ କୋଲକାତା ପୋଲିସ ପକ୍ଷରୁ ଧାରା ୧୪୪ ଜାରି ହୋଇଛି।ହସ୍ପିଟାଲରେ ଜୁନିଅର ଡାକ୍ତର
Read More...

ଆଜୀବନ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କଲେ ଦାରା ସିଂ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଓଡିଶା ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ। ଜେଲ୍‌ରୁ ମୁକୁଳିବା ପାଇଁ ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍‌ ରବୀନ୍ଦ୍ର କୁମାର ପାଲ୍‌ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସମୟ ପୂର୍ବରୁ ରବିନ୍ଦ୍ର ପାଲ ଓରଫ
Read More...

ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ
Read More...

ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି।
Read More...

ପାରାଦ୍ୱୀପରେ ଚୀନ ଜାହାଜ ଗିରଫ

ପାରାଦ୍ୱୀପ: ବକେୟା ଟଙ୍କା ନ ଦେବାରୁ ପାରାଦ୍ୱୀପ ବନ୍ଦରରେ ଗିରଫ ହେଲା ଚୀନ ଜାହାଜ । ZHE HAI IMO-୯୫୬୭୪୭୭ ନାମକ ଏକ ଚୀନ ଜାହାଜକୁ ଗିରଫ କରାଯାଇଛି। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କୁଜଙ୍ଗ ସବ୍‌ ଜଜ୍ ମଙ୍ଗଳବାର ସନ୍ଧ୍ୟାରେ ଜାହାଜକୁ ଗିରଫ କରିଛନ୍ତି। ଏହି ଜାହାଜଟି ଜର୍ଜିଆରୁ
Read More...

ନାବାଳକଙ୍କୁ ଗାଡ଼ି ଚଳାଇବା ମନା

ଭୁବନେଶ୍ବର: ଏବେ ନାବାଳକମାନେ ଗାଡ଼ି ଚଲାଉଥିଲେ ହୋଇଯାଆନ୍ତୁ ସାବଧାନ। ନାବାଳକ ଚଳାଇ ପାରିବେ ନାହିଁ ଗାଡି, ନାବାଳକ ଗାଡି ଚଳାଇଲେ ଅଭିଭାବକମାନେ ଗଣିବେ ତଣ୍ଡ। ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ
Read More...

ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ବର: ନିଯୁକ୍ତି ପାଇଲେ ନୂଆ ଆଡଭୋକେଟ ଜେନେରାଲ। ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ। ନୂଆ ଏଜି ଙ୍କୁ ନିଯୁକ୍ତ ଦେଲେ ରାଜ୍ଯପାଳ। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି।
Read More...