ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଆଇନ

ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ

ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍‌ରୁ ମୁକୁଳିପାରିବେ…
Read More...

ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟରେ ଇଡିର ଚଢାଉ

ମୁମ୍ବାଇ: ମୋବାଇଲ୍‌ ଆପ୍‌ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ୍ ପ୍ରସ୍ତୁତି ଏବଂ ପ୍ରସାରଣ ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବ୍ୟବସାୟୀ ତଥା ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ଵାମୀ ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଚଢାଉ କରିଛି।ଶୁକ୍ରବାର ଇଡି…
Read More...

ଗିରଫ ‌ହେଲେ ପଦ୍ମନାଭ

କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିବା ଅଭିଯୋଗରେ କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଗତକାଲି ତାଙ୍କର ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ଓ ଭବାନୀପାଟଣା ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ…
Read More...

କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ। ଚଢ଼ାଉ ବେଳେ ତାଙ୍କର ପୁଳାପୁଳା ସମ୍ପତ୍ତି…
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ

ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା…
Read More...

ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ ।…
Read More...

ବାଂଲାଦେଶୀ ଯୁବତୀ ଉଦ୍ଧାର ପରେ ମାମଲା ରୁଜୁ କଲା କମିଶନରେଟ ପୋଲିସ

ବାଂଲାଦେଶୀ ନାବାଳିକାଙ୍କ ବୟାନ, ଚାକିରି କରାଇ ଦେବା କହି ଦେହ ବ୍ୟବସାୟ କରାଉଥିଲେକଟକ: କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି। ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ନାବାଳିକା ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି। ଘଟଣା ପଛରେ ରାକେଟ୍‌ର ହାତ ଅଛି…
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର…
Read More...

ବବି ଦାସଙ୍କ ଭାଇ ନାଁରେ ଏତଲା

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା କରିଛନ୍ତି ଜଣେ ବ୍ୟବସାୟୀ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼…
Read More...

ମଦ ଦୁର୍ନୀତି ମାମଲାରେ ଶୁଣାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ; ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା। ଦିଲ୍ଲୀ ମଦ ଦୁର୍ନୀତି ପ୍ରସଙ୍ଗରେ ଜଡିତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଚାଲିଥିବା ଶୁଣାଣି ସ୍ଥଗିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ମନା…
Read More...