ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ଆଇନ

ଲାଞ୍ଚ ନେଇ ଧରା ପଡିଲେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬
Read More...

ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ନିଲମ୍ବିତ

ରାୟଗଡ଼ା: କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ ହୋଇଛନ୍ତି । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତପ
Read More...

ଏଥର ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା

ହାଇକୋର୍ଟ ଦେଲେ କଡା ନିର୍ଦ୍ଦେଶ ଆଡ୍‌ଭୋକେଟ୍‌ କମିଟି ପକ୍ଷରୁ ପ୍ରସ୍ତାବ କଟକ: ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ ଏଥର ରାବଣପୋଡ଼ିରେ ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର
Read More...

ଅର୍ଥ ହେରଫେର ମାମଲାରେ ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଲା ଇଡି

ହାଇଦ୍ରାବାଦ: ପୂର୍ବତନ ଭାରତୀୟ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନଙ୍କ ବଢ଼ିଲା ଅଡୁଆ।ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଘୋଟାଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି। ତାଙ୍କୁ ଆଜି
Read More...

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ

ସମ୍ବଲପୁର:ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ । ଦୋଷୀ ପ୍ରଶାନ୍ତ ବଘାରକୁ ଫାଶି ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ। ୨୦୨୨ ଜମନକିରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ, ହତ୍ୟା ପାଇଁ ଘଟଣାରେ ଗିରଫ ହୋଇଥିଲେ ପ୍ରଶାନ୍ତ। ନାବାଳିକାକୁ ହତ୍ୟା
Read More...

ମାହାଙ୍ଗା ଡବଲ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ
Read More...

ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର

କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି। ବିଭାଷ
Read More...

ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ। ଏଥିପାଇଁ
Read More...

ନାବାଳିକା ବଳାତ୍କାର ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ

କନ୍ଧମାଳ: କନ୍ଧମାଳ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା
Read More...

ଗଣମାଧ୍ୟମରେ ପ୍ରକାଶ ପାଇବନି ସେନାଅଧିକାରୀ ଓ ମହିଳା ବନ୍ଧୁଙ୍କ ନାଁ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣାର ବିବାଦ ବଢ଼ିବାରେ ଲାଗିଛି। ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍। ଭରତପୁର ଥାନା କାଣ୍ଡକୁ ନେଇ ରୁଜୁ ହେଲା ଜନସ୍ଵାର୍ଥ ମାମଲା। ଏହି ମାମଲାରେ ପୀଡ଼ିତା ଓ
Read More...