ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର
Browsing Category

ଆଇନ

ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ
Read More...

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ନ.ଭାସ୍କର ରାଓଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ରାୟଗଡା: ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।
Read More...

ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର

ଏସଓପି ଆଣିଲେ ରାଜ୍ୟ ସରକାର କଟକ: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ ସିସିଟିଭି ଲଗାଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର, ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି। ଏସଓପି ଅନୁସାରେ,
Read More...

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ
Read More...

ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଏବଂ ନାରୀଙ୍କ ପ୍ରତି ଅନ୍ୟାୟ ଉପରେ ରୋକ ଲଗାଇବା ସହ ସଠିକ୍ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ନେଇ ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ
Read More...

ଗୋ ହତ୍ୟାକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟନୁଷ୍ଠାନ

ଭୁବନେଶ୍ବର: ଗୋମାତାଙ୍କ ସୁରକ୍ଷା ପାଇଁ ଆସିବ କଡା ଆଇନ। ଗୋ ନବରାତ୍ର ଅବସରରେ ଗୋ ଚାଲାଣକାରୀ ଓ ଗୋ ହତ୍ୟାକରୀଙ୍କୁ କଡା ଚେତାବନୀ ଦେଇଛନ୍ତି ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍। ଗୋ ଚାଲାଣ ଆଇନ କଡ଼ାକଡ଼ି ହେବ ସହିତ ଗୋ ଚାଲାଣ, ଗୋ ହତ୍ୟାକାରୀଙ୍କ ବିରୋଧରେ
Read More...

ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ଆୟକର ଚଢ଼ାଉ

ଝାଡଖଣ୍ଡ: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ଖବର ଆସିଛି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୁନୀଲ ହେମନ୍ତଙ୍କର ଅତ୍ୟନ୍ତ ଘନିଷ୍ଠ। ଏଠାରେ ଆୟକର ବିଭାଗ ମୁଖ୍ୟମନ୍ତ୍ରୀ ହେମନ୍ତ
Read More...

ଆପୋଷ ବୁଝାମଣା ଆଧାରରେ ରଦ୍ଦ ହୋଇପାରିବନି ଯୌନ ଉତ୍ପୀଡ଼ନ ମାମଲା

ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ
Read More...

ଭିଜିଲାନ୍ସ ଜାଲରେ ଇଡକୋର କୋଟିପତି ଜୁନିୟର ମ୍ୟାନେଜର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର,
Read More...

ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ

ବରଗଡ଼: ନିଲମ୍ବିତ ହେଲେ କଂସ ମହାରାଜ। ସରକାରୀ ଚାକିରିରୁ ନିଲମ୍ବନ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ହୃଷିକେଶ ଲାଞ୍ଚ ନେବା ଅଭିଯୋଗରେ ତାଙ୍କୁ ଚାକିରିରୁ
Read More...