ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ଆଇନ

ଏସ୍‌ଆଇଆର୍ ଟିମ ବନ୍ଧକ ଘଟଣା: ପଶ୍ଚିମବଙ୍ଗ ସରକାରକୁ ସୁପ୍ରିମକୋର୍ଟର କଡା ଭର୍ତ୍ସନା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଏସ୍‌ଆଇଆର୍ (SIR) କାର୍ଯ୍ୟରେ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ଘଟଣାରେ ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ଆଦାଲତ ମମତା ବାନାର୍ଜୀଙ୍କ ସରକାରକୁ ଭର୍ତ୍ସନା କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟର ମୁଖ୍ୟ ସଚିବ,…
Read More...

ଲାଲୁ ପ୍ରସାଦ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା

ବିହାର; ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ବହୁ ଚର୍ଚ୍ଚିତ ‘ଜମି ବଦଳରେ ରେଳବାଇ ଚାକିରି’ ମାମଲାକୁ ରଦ୍ଦ କରିବା ପାଇଁ ତାଙ୍କ ଦାଖଲ କରାଯାଇଥିବା ପିଟିସନ୍‌କୁ କୋର୍ଟ ଖାରଜ କରିଦେଇଛି। ମାମଲାର…
Read More...

ଏସସିବି ଅଗ୍ନିକାଣ୍ଡ ପରେ ୪ ଜଣଙ୍କୁ ନିଲମ୍ବନ

କଟକ: କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।ନିଲମ୍ବିତ ଅଧିକାରୀମାନେ ହେଲେ…
Read More...

ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍

ନୂଆଦିଲ୍ଲୀ: ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ପକ୍ଷରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ପୋଷ୍ୟ ମା’ମାନଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ ଏବଂ ସେମାନେ ଅନ୍ୟ ମା’ମାନଙ୍କ ପରି ସମସ୍ତ ମାତୃତ୍ୱ ଲାଭ ପାଇବାର…
Read More...

ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

କଟକ: ବହୁଚର୍ଚ୍ଚିତ ସି-ସୋର ଚିଟଫଣ୍ଡ କେଳେଙ୍କାରୀ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି। ପୂର୍ବରୁ ମିଳିଥିବା ଅନ୍ତରୀଣ ସୁରକ୍ଷାର ସମୟସୀମାକୁ ହାଇକୋର୍ଟ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।ସେହିପରି…
Read More...

ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ: ଶିଖର ଧାୱନଙ୍କୁ ୫.୨ କୋଟି ଟଙ୍କା ଫେରାଇବେ ପୂର୍ବତନ ପତ୍ନୀ

ନୂଆ ଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ଓପନର ଶିଖର ଧୱନ ପୁନର୍ବାର ଚର୍ଚ୍ଚାରେ ଆସିଛନ୍ତି। ନିକଟରେ ସେ ଦ୍ୱିତୀୟ ବିବାହ କରିଥିବାବେଳେ, ଏହା ମଧ୍ୟରେ ତାଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ପଟିଆଲା ଫ୍ୟାମିଲି କୋର୍ଟ ତାଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। …
Read More...

ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ

ନ୍ୟୁଜ୍ ବ୍ୟୁରୋ: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକକୁ ନେଇ ଭାରତ ସର୍ବୋଚ୍ଚ ନ୍ୟାୟାଳୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଠ୍ୟପୁସ୍ତକରେ ନ୍ୟାୟପାଳିକା ସମ୍ପର୍କିତ କିଛି ବିଷୟବସ୍ତୁ ଉପରେ ଆପତ୍ତି ଉଠିବା ପରେ,…
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଫରେଷ୍ଟର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତିନିଗୋଟି ସ୍ଥାନରେ ଚଢାଉ ଜାରି ରହିଛି। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…
Read More...

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍, ୧୦ ଲକ୍ଷ ଜରିମାନା

ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା…
Read More...

ରାଜ୍ୟରେ ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ବର: ରାଜ୍ୟରେ ଖୁବ୍‌ଶୀଘ୍ର ନୂଆ ଅବକାରୀ ଆଇନ ଲାଗୁ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ଆଇନକୁ ଅନୁପାଳନ କରାଯିବ ବୋଲି ସେ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ‘ନିଶାମୁକ୍ତ…
Read More...