ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ
Browsing Category

ଆଇନ

ପହଲଗାଓଁ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପହଲଗାଓଁ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର ସର୍ବୋଚ୍ଚ
Read More...

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ: ଢେଙ୍କାନାଳର ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ବେଆଇନ ଭାବେ ୩ ଲକ୍ଷ ଟଙ୍କା ଧରି ଯାଉଥିବା ବେଳେ ଧରା ପଡ଼ିଥିଲେ। ଗିରଫ ହେବାର ଦିନକ ପରେ ଅର୍ଥାତ୍ ବୁଧବାର ଓଡ଼ିଶା ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ପାଖରେ ଥିବା ଦୁଇଟି କୋଠା ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସମେତ ବିପୁଳ
Read More...

କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ: କଟକରେ ଏନଆଇଏ ଟିମ୍‌। ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରତ୍ୟେକ୍ଷଦର୍ଶୀ ଥିବା କଟକ ଦେଉଳ ସାହିର ରଞ୍ଜିତ ଭୋଳକୁ ପଚରାଉଚରା କରିଛି ଏନଆଇଏ ଟିମ। ପ୍ରାୟ ଦେଢ ଘଣ୍ଟା କାଳ ରଞ୍ଜିତଙ୍କ ପରିବାରକୁ ପଚରାଉଚରା କରିଥିଲା ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।
Read More...

କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନଙ୍କୁ ୨ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ: ପ୍ରସିଦ୍ଧ ସଂଗୀତଜ୍ଞ ଏ.ଆର୍.ରହମାନଙ୍କୁ କପିରାଇଟ୍ ଉଲ୍ଲଂଘନ ମାମଲାରେ ୨ କୋଟି ଟଙ୍କାର ଜରିମାନା। ୨୦୨୩ ମସିହାରେ ରିଲିଜ୍ ହୋଇଥିବା ଚଳଚ୍ଚିତ୍ର ପୋନିୟାନ ସେଲଭାନ୍-୨ର ଗୀତ "ବୀରା ରାଜା ବୀରା" ସଙ୍ଗୀତର କପିରାଇଟ୍ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଏ.ଆର୍. ରହମାନ ଏବଂ
Read More...

ମହେଶ ବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ: ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି
Read More...

ପାରାଦୀପ ବନ୍ଦରରେ ଗିରଫ ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ପାରାଦ୍ୱୀପ ବନ୍ଦରରେ ଗିରଫ ହୋଇଥିବା ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ୱୀପ ବନ୍ଦରରୁ ଗନ୍ତବ୍ୟ ସ୍ଥଳକୁ ଯାଇ ପାରିବ ଏମଭି ଟେଲେରି ଏମ ଜାହାଜ। ବକେୟା ପରିଶୋଧ ପରେ ଏବେ ଜାହାଜକୁ ପାରାଦ୍ୱୀପ ପୋର୍ଟରୁ ଛାଡିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
Read More...

କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ

ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ
Read More...

ଜଷ୍ଟିସ ବି.ଆର. ଗଭାଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ୫୨ତମ ପ୍ରଧାନ ବିଚାରପତି ଭାବେ
Read More...

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ରଦ୍ଦ ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି
Read More...

ହନୁମାନ ଜୟନ୍ତୀରେ ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ବର: ରାତିପାହିଲେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ଶୋଭାଯାତ୍ରା। ପୂଜାର୍ଚ୍ଚନା ଓ ପଣା ବଣ୍ଟନ ଭଳି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ
Read More...