ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଆଇନ

ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର

ଏସଓପି ଆଣିଲେ ରାଜ୍ୟ ସରକାର କଟକ: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ ସିସିଟିଭି ଲଗାଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର, ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି। ଏସଓପି ଅନୁସାରେ,…
Read More...

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ…
Read More...

ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଏବଂ ନାରୀଙ୍କ ପ୍ରତି ଅନ୍ୟାୟ ଉପରେ ରୋକ ଲଗାଇବା ସହ ସଠିକ୍ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ନେଇ ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ…
Read More...

ଗୋ ହତ୍ୟାକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟନୁଷ୍ଠାନ

ଭୁବନେଶ୍ବର: ଗୋମାତାଙ୍କ ସୁରକ୍ଷା ପାଇଁ ଆସିବ କଡା ଆଇନ। ଗୋ ନବରାତ୍ର ଅବସରରେ ଗୋ ଚାଲାଣକାରୀ ଓ ଗୋ ହତ୍ୟାକରୀଙ୍କୁ କଡା ଚେତାବନୀ ଦେଇଛନ୍ତି ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍। ଗୋ ଚାଲାଣ ଆଇନ କଡ଼ାକଡ଼ି ହେବ ସହିତ ଗୋ ଚାଲାଣ, ଗୋ ହତ୍ୟାକାରୀଙ୍କ ବିରୋଧରେ…
Read More...

ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ଆୟକର ଚଢ଼ାଉ

ଝାଡଖଣ୍ଡ: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ଖବର ଆସିଛି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୁନୀଲ ହେମନ୍ତଙ୍କର ଅତ୍ୟନ୍ତ ଘନିଷ୍ଠ। ଏଠାରେ ଆୟକର ବିଭାଗ ମୁଖ୍ୟମନ୍ତ୍ରୀ ହେମନ୍ତ…
Read More...

ଆପୋଷ ବୁଝାମଣା ଆଧାରରେ ରଦ୍ଦ ହୋଇପାରିବନି ଯୌନ ଉତ୍ପୀଡ଼ନ ମାମଲା

ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ…
Read More...

ଭିଜିଲାନ୍ସ ଜାଲରେ ଇଡକୋର କୋଟିପତି ଜୁନିୟର ମ୍ୟାନେଜର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର,…
Read More...

ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ

ବରଗଡ଼: ନିଲମ୍ବିତ ହେଲେ କଂସ ମହାରାଜ। ସରକାରୀ ଚାକିରିରୁ ନିଲମ୍ବନ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ହୃଷିକେଶ ଲାଞ୍ଚ ନେବା ଅଭିଯୋଗରେ ତାଙ୍କୁ ଚାକିରିରୁ…
Read More...

୩ ଦିନିଆ ରିମାଣ୍ଡରେ ଯିବେ ୬ ଠକ

ଭୁବନେଶ୍ବର: ଭୁବନେଶ୍ବରରେ ଫେକ୍ କଲ୍ ସେଣ୍ଟର ଠାବ ଘଟଣାରେ ଗିରଫ ୬ ସାଇବର ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୋଲିସ। ସାରା ଦେଶରେ ଠକେଇର ତଦନ୍ତ ପାଇଁ ଗଠନ ହୋଇଛି ସ୍ପେଶାଲ ଟିମ୍। ଟିମ୍‌ରେ ସାଇଣ୍ଟିଫିକ୍ ଓ ଟେକ୍ନିକାଲ୍ ଅଫିସର୍ ସାମିଲ୍‌ ହୋଇଛନ୍ତି। କୋର୍ଟରୁ ଅନୁମତି ନେଇ…
Read More...

ବାଲ୍ୟ ବିବାହ ଉପରେ ଗାଇଡଲାଇନ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି ବ୍ୟକ୍ତିଗତ ନିୟମ ଅନୁଯାୟୀ ପରମ୍ପରା ଦ୍ୱାରା ବାଲ୍ୟ ବିବାହ ପ୍ରତିବନ୍ଧକ ଆଇନ ବାଧାପ୍ରାପ୍ତ ହୋଇପାରିବ ନାହିଁ। ଏକ ଏନଜିଓ ଦ୍ୱାରା ଦାଖଲ କରାଯାଇଥିବା…
Read More...