ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍
Browsing Category

ଆଇନ

ହାଇସିକ୍ୟୁରିଟି ନମ୍ବର ଲଗାଇନଥିଲେ ଗଣିବେ ତଣ୍ଡ

ଭୁବନେଶ୍ବର; ଯାଞ୍ଚ ହେବ ଏଚଏସଆରପି ନମ୍ବର ବା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ବଡ ଅଧିକାରୀଙ୍କ ସୂତ୍ରରୁ ଏହି ସୂଚନା ମିଳିଛି । ୮୦ ପ୍ରତିଶତ ଲୋକ ଲଗାଇ ସାରିଲେଣି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ । ଯେଉଁମାନେ ହାଇସିକ୍ୟୁରିଟି ନମ୍ବର ଲଗାଇନଥିବେ ସେମାନେ
Read More...

ସ୍ୱାଭାବିକ ହେଲା ସମ୍ବଲପୁର କୋର୍ଟ

ସମ୍ବଲପୁର : ଦୀର୍ଘ ୨୭ ଦିନ ପରେ ସମ୍ବଲପୁରର କୋର୍ଟରେ ଦୂର ହୋଇଛି ଅଚଳାବସ୍ଥା । ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ। ଆଜିଠାରୁ ଆନୁଷ୍ଠାନିକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇନଜୀବୀ । କଚେରୀ ପରିସରରେ ଲାଗୁ ହୋଇଥିବା ୧୪୪ ଧାରାକୁ ହଟାଇ ଦିଆଯାଇଥିବା ବେଳେ ଫୋର୍ସ ବି ପ୍ରତ୍ୟାହାର
Read More...

ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାର ବନ୍ଦ

ଭୁବନେଶ୍ବର : ପ୍ରଥମ ରାଜ୍ୟ ଭାବେ ଓଡ଼ିଶା, ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାରକୁ ବନ୍ଦ କରିଛି । ତେବେ ପୁରୁଣା ଯାନଗୁଡ଼ିକର ଐତିହ୍ୟ ସଂରକ୍ଷଣ ଏବଂ ଏହାକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ସ୍କ୍ରାପ ହେବନି ୫୦ବର୍ଷରୁ ଅଧିକ ବର୍ଷର ଭିଣ୍ଟେଜ
Read More...

‘ନୋଟବନ୍ଦୀ ନିଷ୍ପତ୍ତି ଠିକ୍ ଥିଲା’-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ; ବିମୁଦ୍ରୀକରଣକୁ ନେଇ ବଡ଼ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା ନା ଭୁଲ, ଏନେଇ ଆଜି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବିମୁଦ୍ରୀକରଣ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

ଭଙ୍ଗାରୁଜା ଘଟଣାରେ ଆଉ ୩ ଆଇନଜୀବୀ ଗିରଫ

ସମ୍ବଲପୁର; ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ସମ୍ବଲପୁରରେ ହୋଇଥିବା ଆନ୍ଦୋଳନ ଘଟଣାରେ ବଢୁଛି ଗିରଫଦାରୀ । ଆଉ ୩ ଜଣ ଆଇନଜୀବୀଙ୍କୁ ଗିରଫ କରିଛି ପୁଲିସ୍‌ । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଆଇନଜୀବୀ ଅଛନ୍ତି । ଗିରଫ ଆଇନଜୀବୀମାନେ ହେଉଛନ୍ତି- ବିଷ୍ଣୁପ୍ରିୟା ଭୋଇ, ସେବତୀ ବନ୍‌ଛୋର ଏବଂ
Read More...

ଆଇନଜୀବୀଙ୍କ ଉପରୁ ହଟିଲା କଟକଣା

ସମ୍ବଲପୁର; ନିର୍ଦ୍ଦେଶ କୋହଳ କଲା ବାର୍‌ କାଉନସିଲ ଅଫ୍ ଇଣ୍ଡିଆ । ସମ୍ବଲପୁର ବାର୍‌ ଆସୋସିଏଶନର ସମସ୍ତ ସଭ୍ୟଙ୍କ ଲାଇସେନ୍ସ ରଦ୍ଦ ନେଇ ହୋଇଥିବା ନିର୍ଦ୍ଦେଶନାମାକୁ ବାର୍‌ କାଉନସିଲ ଅଫ ଇଣ୍ଡିଆ ପ୍ରତ୍ୟାହାର କରିନେଇଛି । କୋର୍ଟ ପରିସରରେ ହୋଇଥିବା ଘଟଣାରେ ମୋଟ୍ ୫୪ ଜଣ ଆଇନଜୀବୀଙ୍କୁ
Read More...

ଓକିଲଙ୍କ ଆନ୍ଦୋଳନକୁ ନେଇ ଅଦାଲତରେ ହାଜର ହେଲେ ଡିଜିପି ଓ ଉତ୍ତରାଞ୍ଚଳ ଆଇଜି

ସମ୍ବଲପୁର: ଓଡିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ସମ୍ବଲପୁର ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ କୁ ନେଇ ଆଜ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ
Read More...

ଜାମା ମସଜିଦରେ ଝିଅଙ୍କ ପ୍ରବେଶରେ ଲାଗିଲା ରୋକ

ନୂଆଦିଲ୍ଲୀ; ଦେଶର ରାଜଧାନୀ ଦିଲ୍ଲୀରେ ଥିବା ପ୍ରସିଦ୍ଧ ଜାମା ମସଜିଦ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି । ଏଣିକି ଝିଅମାନେ ଏକାକୀ କିମ୍ବା ଗ୍ରୁପ ହୋଇ ମସଜିଦ ପରିସରରେ ପ୍ରବେଶ କରିପାରିବେ ନାହିଁ । କମିଟି ପକ୍ଷରୁ କୁହାଯାଇଛି ଯେ ମହିଳାମାନେ ନିଜ ସାଙ୍ଗରେ ପରିବାରର କେହି ଜଣେ ପରୁଷଙ୍କୁ ଧରି
Read More...

ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ

ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି । ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ
Read More...