ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ଆଇନ

ବଡ଼ ଠାକୁର ଖସି ପଡିବ ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଏତଲା । ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ କ୍ୟାପିଟାଲ ଥାନାରେ ୫ ଆଇନଜୀବୀ ଏତଲା ଦେଇଛନ୍ତି।
Read More...

ରିୟା ଦେ’ଙ୍କ ନାଁରେ ଘରୋଇ ସହାୟିକାଙ୍କୁ ନିର୍ଯାତନା ମାମଲା ରୁଜୁ

ଭୁବନେଶ୍ୱର: ଓଲିଉଡ୍‌ର ନାୟିକା ରିୟା ଦେ’ଙ୍କ ପାଇଁ ଅଡୁଆ ବଢ଼ିଲା। ତାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର କରାଯାଇଛି। ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଏହି ମାମଲା ହୋଇଥିଲା। ରିୟା ଓ ତାଙ୍କ ସ୍ୱାମୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ରିୟା ଓ ତାଙ୍କ ସ୍ୱାମୀ
Read More...

ସୁପ୍ରିମକୋର୍ଟଙ୍କ ବଡ ରାୟ: ଏବେ ଛାଡପତ୍ର ପରେ ମୁସଲମାନ ମହିଳାଙ୍କୁ ମିଳିବ ଭରଣପୋଷଣ

ନୂଆଦିଲ୍ଲୀ: ଛାଡପତ୍ର ମାମଲାରେ ମୁସଲିମ୍‌ ମହିଳାଙ୍କ ଅଧିକାର ସମ୍ପର୍କରେ ବଡ ରାୟ ଦେଇଛନ୍ତି ସର୍ବୋଚ୍ଚ କୋର୍ଟ। ଏଣିକି ମୁସଲମାନ ମହିଳା ପାଇପାରିବେ ଭରଣପୋଷଣ ଟଙ୍କା। ଯେକୌଣସି କାରଣରୁ ଛାଡପତ୍ର ହେବା ପରେ ମହିଳାଙ୍କୁ ଭରଣପୋଷଣ ବାବଦକୁ ସ୍ୱାମୀଙ୍କୁ ଅର୍ଥ ରାଶି ଦେବାକୁ ହେବ। କୌଣସି ଧର୍ମ
Read More...

ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବେଆଇନ୍‌ : ଇଡି

ଝାଡ଼ଖଣ୍ଡ: ପୁଣି ଅଡୁଆରେ ପଡି ପାରନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ
Read More...

ଏବେ ସରୋଗେସି ମା’ଙ୍କୁ ମିଳିବ ମାତୃକାଳୀନ ଛୁଟି

କଟକ: ସରୋଗେସି ମାଧ୍ୟମରେ ମାଆ ହୋଇଥିବା କର୍ମଚାରୀଙ୍କୁ ଏଣିକି ମିଳିବ ୧୮୦ ଦିନର ପ୍ରସବ କାଳୀନ ଛୁଟି। ପ୍ରାକୃତିକ ଉପାୟରେ ମାଆ ହୋଇଥିବା ମହିଳାଙ୍କ ପରି ସରୋଗେସି ମାଧ୍ୟମରେ ମାଆ ହୋଇଥିବା କର୍ମଚାରୀଙ୍କୁ ଏହି ପ୍ରସବକାଳୀନ ଛୁଟି ଭଳି ସୁବିଧା ଯୋଗାଇବା ସପକ୍ଷରେ ରାୟ ପ୍ରଦାନ
Read More...

ହାଥରସ୍‌ ଦଳାଚକଟା ଘଟଣାରେ ୬ ଗିରଫ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ହାଥରସ୍‌ରେ ଘଟିଥିବା ଦଳାଚକଟା ମାମଲାରେ ଆୟୋଜନକାରୀ କମିଟିର ୬ ଜଣଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଦଳାଚକଟା ଘଟଣାର ୭୨ ଘଣ୍ଟା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୬ ଜଣ ଗିରଫ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତ ଭୋଲେ ବାବା ଚମ୍ପଟ ମାରିଛନ୍ତି। ୬
Read More...

ହାଇକୋର୍ଟ ଗଲେ ଏଲିନା

ଧର୍ମଶାଳା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ ସୋସିଆଲ ମିଡିଆ ଖବର ଉପରେ ରୋକ ପାଇଁ ଏଲିନା ଆବେଦନ କରିବା ସହ ଢାବା ସହ ମୋର କି ଆମ ପରିବାରର କୌଣସି ସମ୍ପୃକ୍ତି ନାହିଁ ବୋଲି ସେ
Read More...

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ
Read More...

୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ଏସପି

ନୟାଗଡ: ନୟାଗଡ ସଦର ଥାନା ଗୋଳଗୋଳା ଗାଁରେ ସିରିଜ ଲୁଟ ଘଟଣାରେ ପୋଲିସ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା କରିଥିବା ସଦର ଥାନାର ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସପି। ନିଲମ୍ବିତ ୩ ପୋଲିସ କର୍ମଚାରୀ ହେଲେ ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ଵରୀ
Read More...

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି

ମୁମ୍ବାଇ: ବଢ଼ିଲା ବିଜୟ ମାଲ୍ୟାଙ୍କ ଅଡୁଆ। ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି ହୋଇଛି। ବ୍ୟାଙ୍କ ଋଣ ମାମଲାରେ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି ହୋଇଛି। ମୁମ୍ବାଇ ସ୍ବତନ୍ତ୍ର ସିବିଆଇ କୋର୍ଟଙ୍କ ପକ୍ଷରୁ
Read More...