ପ୍ରମୁଖ ଖବର

କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍‌ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ବନ୍ୟାରେ ଭାସିଗଲା କାର୍‌ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
Browsing Category

ଆଇନ

ପେନ୍‌ସନ୍‌ ଯୋଜନାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ; ୨୦୧୪ ମସିହାର କର୍ମଚାରୀଙ୍କ ପେନସନ୍ (ସଂଶୋଧନ) ଯୋଜନା ସଂପର୍କରେ ସୁପ୍ରିମକୋର୍ଟ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଅର୍ଥାତ୍‌ ପେନ୍‌ସନ୍‌ ସ୍କିମ୍‌କୁ ନେଇ ୨୦୧୪ରେ ଯେଉଁ ନୂଆ ନିୟମ ଘୋଷଣା କରାଯାଇଥିଲା, ତାକୁ ରଦ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ । ପ୍ରଧାନ ବିଚାରପତି
Read More...

ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଝଟକା

ନୂଆଦିଲ୍ଲୀ; ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଆଉ ଏକ ଝଟକା । ସୁପ୍ରିମକୋର୍ଟରେ କେସ୍ ଲଢିବାକୁ ମନା କରିଦେଇଛନ୍ତି ତାଙ୍କ ଓକିଲ । ଜଷ୍ଟିସ୍ ଚନ୍ଦ୍ରଚୂଡ ଓ ହିମା କୋହଲିଙ୍କ ଖଣ୍ଡପୀଠକୁ ସେ କହିଛନ୍ତି, ମାଲ୍ୟା ଏବେ ସମ୍ଭବତଃ ବ୍ରିଟେନରେ ଅଛନ୍ତି । ହେଲେ ତାଙ୍କ ପାଖରେ କେବଳ ତାଙ୍କର ଇମେଲ୍
Read More...

ସଲମାନ ଖାନଙ୍କୁ ମିଳିଲା ‘Y+’ ସୁରକ୍ଷା

ମୁମ୍ବାଇ; ବଢିଲା ବଲିଉଡର ଭାଇଜାନଙ୍କ ସୁରକ୍ଷା ବ୍ୟବସ୍ଥା । ସଲମାନଙ୍କ ଖାନ୍‌ଙ୍କ ଜୀବନ ପ୍ରତି ରହିଛି ବିପଦ । ତାଙ୍କୁ ବାରମ୍ବାର ଗ୍ୟାଙ୍ଗଷ୍ଟର ତରଫରୁ ଧମକ ମିଳୁଛି । ଏଥିପାଇଁ ସଲମାନଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି । ତାଙ୍କୁ ‘Y’ କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ କରିଛି
Read More...

ଧବଳେଶ୍ବର ପୀଠରେ ୧୪୪ ଧାରା ଜାରି

ଆଠଗଡ; ଗୁଜୁରାଟ ଝୁଲା ପୋଲ ଭୁଶୁଡିବା ଘଟଣା ପରେ ଓଡିଶା ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲରେ ଯିବା ଆସିବା କରୁଥିବା ଲୋକଙ୍କ ସଂଖ୍ୟାକୁ କମାଇ ଦିଆଯାଇଛି । ଆଜି ଏହି ଝୁଲା ପୋଲର ସୁରକ୍ଷା ଯାଞ୍ଚ କରିବ ଟେକନିକାଲ ଟିମ । ଏହା ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା
Read More...

ଦଫା ୩୫୪କୁ ନେଇ ଏମିତି ରାୟ ଦେଲେ କୋର୍ଟ

ମୁମ୍ବାଇ; ଯୌନ ଉତ୍ପୀଡନକୁ ନେଇ ମୁମ୍ବାଇ କୋର୍ଟ ଏକ ରାୟ ଦେଇଛନ୍ତି । ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ଜଣେ ୨୫ବର୍ଷିୟ ବ୍ୟବସାୟୀଙ୍କୁ ଦୋଷୀ ସାବ୍ୟସ୍ତ କରି ଦେଢବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ତେବେ ସେହି ବ୍ୟକ୍ତି ଜଣକ ଏକ ନାବାଳିକାକୁ 'ଆଇଟମ୍' କହିବା ସହିତ ନାବାଳିକାର କେଶ
Read More...

ଡ୍ରୋନ୍ ଜଗିବ ବେଆଇନ ଚିଙ୍ଗୁଡ଼ି ଘେରି

ଭୁବନେଶ୍ବର; ଏଣିକି ଡ୍ରୋନ୍ କାମେରା ନଜରରେ ରହିବ ଚିଲିକା ଏବଂ ଭିତରକନିକାର ବେଆଇନ ଚିଙ୍ଗୁଡ଼ି ଘେରି । ଚିଲିକା ପରିବ୍ୟାପ୍ତ ଥିବା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଭିତରକନିକାରେ ଡ୍ରୋନ୍ ଦ୍ୱାରା ପର୍ଯ୍ୟବେକ୍ଷଣ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଆଜି ୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
Read More...

ଗୁଗୁଲ ଉପରେ ଲାଗିଲା ଦ୍ୱିତୀୟ ଜରିମାନା

ନୂଆଦିଲ୍ଲୀ; ଗୁଗୁଲ ଉପରେ ପୁଣି ଲାଗିଲା ଦ୍ୱିତୀୟ ଜରିମାନା । ଭାରତ ଲଗେଇଲା ମୋଟା ଅଙ୍କର ଜରିମାନା । କେବଳ ଏକ ସପ୍ତାହରୁ କମ୍‌ ସମୟ ମଧ୍ୟରେ ଭାରତ ଗୁଗୁଲ ଉପରେ ୯୩୬ କୋଟି ଟଙ୍କାର ଦ୍ୱିତୀୟ ଜରିମାନା ଲଗାଇଛି। ଚଳିତ ମାସରେ ସିସିଆଇ ଆଉ ଏକ ଆଣ୍ଟିଟ୍ରଷ୍ଟ ଅନୁସନ୍ଧାନ ଶେଷ କରିବା ପରେ
Read More...

ନେପାଳୀ ସନ୍ନ୍ୟାସିନୀ ଛଦ୍ମବେଶୀ ଚୀନା ମହିଳା ଗିରଫ

ନୂଆଦିଲ୍ଲୀ: ରାଜଧାନୀରେ ନେପାଳୀ ସନ୍ନ୍ୟାସିନୀ ଚଦ୍ମବେଶ ପକାଇ ବାସ କରୁଥିବା ଜଣେ ଚୀନା ମହିଳାଙ୍କୁ ଦିଲ୍ଲୀ ପୁଲିସର ସ୍ପେସାଲ୍‌ ସେଲ୍‌ ଦେଶ-ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭି‌ଯୋଗରେ ଗିରଫ କରିଛି। ରାଜଧାନୀ ଦିଲ୍ଲୀରେ ନକଲି ପରିଚୟ ଏବଂ ଦେଶ ବିରୋଧୀ କାର୍ଯ୍ୟକଳାପରେ
Read More...

ବାଣ ଫୁଟାଇବା ଉପରେ କଟକଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ; ଦିଲ୍ଲୀ ସରକାର ବାଣ ଫୁଟାଇବା ଉପରେ କଡା କଟକଣା ଲଗାଇଛନ୍ତି । ଦିଲ୍ଲୀ ସରକାରଙ୍କ ନିର୍ଦ୍ଦେଶ ମୂୁତାବକ ଯଦି ଦିଲ୍ଲୀରେ କେହି ବାଣ ଫୁଟାନ୍ତି ତେବେ ତାଙ୍କୁ ୬ ମାସ ଜେଲ ଦଣ୍ଡ ସହ ୨୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ରାଶି ଦେବାକୁ ପଡିବ । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ
Read More...

କାହିଁକି ପରିବହନ ବିଭାଗର ସ୍ପେଶାଲ୍ ଡ୍ରାଇଭ୍‌

ଭୁବନେଶ୍ବର: ପୁଣି ଆରମ୍ଭ ହେଲା ଜୋରଦାର ଚେକିଂ। ଅମାନିଆଙ୍କୁ ସାବାଡ କରିବା ପାଇଁ ପରିବହନ ବିଭାଗର ସ୍ପେଶାଲ୍ ଡ୍ରାଇଭ୍ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଡ୍ରାଇଭରେ ଯାନବାହାନ ଗୁଡ଼ିକର କଡାକଡି ହେବ ଯାଞ୍ଚ। ତେବେ ସକାଳ ୯ଟା ଠାରୁ ୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା
Read More...