Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
ଆଇନ
ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପଡ଼ିବ ଫାଇନ୍
ଭୁବନେଶ୍ବର: ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର, ପବ ଆଉ କ୍ଲବ। ରାତି ବଢ଼ିବା ସହିତ ଏସବୁ ସ୍ଥାନରେ ଗହଳି ବି ବଢୁଛି। ଏଣିକି ରାଜଧାନୀରେ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତିସାରା ଖୋଲୁଥିବା ବାର, ପବ୍ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ!-->…
Read More...
Read More...
ମେଧା ପାଟେକରଙ୍କୁ ୫ ମାସ ଜେଲ
ନୂଆଦିଲ୍ଲୀ: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ ଭି.କେ ସାକ୍ସେନାଙ୍କୁ!-->…
Read More...
Read More...
ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଅବକାରୀ ନୀତି ମାମଲାରେ କେଜ୍ରିୱାଲ ତାଙ୍କ ଗିରଫଦାରୀ ଏବଂ ସିବିଆଇ ରିମାଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି। ଅରବିନ୍ଦ କେଜ୍ରିୱାଲ ତାଙ୍କ ଆବେଦନରେ ସିବିଆଇ!-->…
Read More...
Read More...
ଏବେ ହେଲମେଟ ନ ପିନ୍ଧିଲେ ଅଟକି ରହିବ ଦରମା
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଦୁର୍ଘଟଣା ବଢି ବଢି ଚାଲିଛି। ଅମାନିଆଙ୍କୁ ସାବାଡ କରିବା ପାଇଁ ସରକାର ଦିନକୁ ଦିନ ନୂଆ ନିୟମ ମାନ ଲାଗୁ କରିଚାଲିଛନ୍ତି। ଏବେ ଟ୍ରାଫିକ ନିୟମ କଡ଼ାକଡ଼ି ହେବାରେ ଲାଗିଛି। ଟ୍ରାଫିକ ନିୟମ ନ ମାନିଲେ ମୋଟା ଅଙ୍କର ତଣ୍ଡ ଗଣିବେ ଅମାନିଆ। ଏହାରି ମଧ୍ୟରେ!-->…
Read More...
Read More...
ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ
ଝାଡ଼ଖଣ୍ଡ:ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ଵସ୍ତି ମିଳିଛି। ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ। ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ଅର୍ଥ ହେରଫେର!-->!-->!-->…
Read More...
Read More...
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ବିରୋଧରେ ଫେରାଦ ହେଲେ କେଜ୍ରିୱାଲ। ଟ୍ରାଏଲ କୋର୍ଟଙ୍କ ଜାମିନ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଜାମିନ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ପିଟିସନ୍ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଘୋଟଲା ମାମଲାରେ ଜେଲରେ ଥିବା!-->…
Read More...
Read More...
ହାଇକୋର୍ଟ ଗଲେ ଦିଲୀପ ରାୟ
ଭୁବନେଶ୍ବର: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବରିଷ୍ଠ ଭାଜପା ନେତା ଦିଲ୍ଲୀପ ରାୟ। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି।
ସୂଚନାଥାଉ କି, ରାଉରକେଲା ବିଜେଡି ବିଧାୟକ ଶାରଦାଙ୍କ ବିଧାୟକ!-->!-->!-->…
Read More...
Read More...
ଦେବସ୍ନାନ ପୂର୍ଣ୍ଣମୀ ପାଇଁ କଣ ରହିଛି ଆଇନଶୃଙ୍ଖଳା ବ୍ୟବସ୍ଥା ?
ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା ତଥା ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ!-->…
Read More...
Read More...
କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ। ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଳୀର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ବାହାରିଥାନ୍ତେ। ଦିଲ୍ଲୀ!-->…
Read More...
Read More...
ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍
କଟକ: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍ ଦାଖଲ କରାଯାଇଛି। କଟକ ଜେଏମ୍ଏଫ୍ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ!-->…
Read More...
Read More...