Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଟକ ରେଲ୍ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ବନ୍ୟାରେ ଭାସିଗଲା କାର୍ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
Browsing Category
ଆଇନ
ହିଜାବ ମାମଲାର ଶୁଣାଣି ସ୍ଥଗିତ, ନିଷ୍ପତ୍ତି ନେବେ ୟୁ ୟୁ ଲଳିତ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ କର୍ଣ୍ଣାଟକ ହିଜାବ ବିବାଦକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇପାରିନାହିଁ । ଶୁଣାଣି ବେଳେ ଦୁଇ ବିଚାରପତିଙ୍କ ମଧ୍ୟରେ ଭିନ୍ନ ମତ ହେତୁ ଏହି ମାମଲା ପ୍ରଧାନ ବିଚାରପତିଙ୍କ ପାଖକୁ ଯାଇଛି। ବର୍ତ୍ତମାନ ସର୍ବସମ୍ମତି କ୍ରମେ ସୁପ୍ରିମକୋର୍ଟ ପ୍ରଧାନ!-->…
Read More...
Read More...
ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ
କଟକ: ଭିଜିଲାନ୍ସ ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ୧ଲକ୍ଷ ଟଙ୍କା ଲେଖାଏଁ ୨ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ଏଥିସହ ଭିଜିଲାନ୍ସ କୋର୍ଟଙ୍କ ଜରିମାନା ଉପରେ ସ୍ଥଗିତାଦେଶ ଜାରି କରାଯାଇଛି। ମୋକିମ୍ଙ୍କ ଆବେଦନକୁ କୋର୍ଟ ଗ୍ରହଣ!-->…
Read More...
Read More...
ବେଦାନ୍ତ ବିଶ୍ଵବିଦ୍ୟାଳୟ ମାମଲାର ରାୟ ସଂରକ୍ଷିତ
ନୂଆ ଦିଲ୍ଲୀ; ସୁପ୍ରିମ କୋର୍ଟ ରେ ଗତ କାଲିଠାରୁ ପୁରୀ କୋଣାର୍କ ବେଳାଭୂମି ନିକଟରେ ପ୍ରସ୍ତାବିତ ବେଦାନ୍ତ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଓ ହଜାର ହଜାର ଏକର ଜମି ଅଧିଗ୍ରହଣ କୁ ନେଇ ଗତ କାଲି ଠାରୁ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ପାଖରେ ଶୁଣାଣୀ ଆରମ୍ଭ ହୋଇ ଆଜି ଶେଷ ହୋଇଛି। ସର୍ବୋଚ୍ଚ!-->…
Read More...
Read More...
ଅଡ଼ୁଆରେ ଫସିଲେ ଦିଲ୍ଲୀର ଆପ ସରକାର
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଅତି ପାଖ ଲୋକ କୁହାଯାଉଥିବା ମନିଷ ସିଶୋଦିଆ ଏବେ ସିବିଆଇ ଜାଲରେ। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିଶୋଦିଆଙ୍କ ବାସଭବନରେ ସିବିଆଇ ରେଡ୍ କରିଛି। ଅବକାରୀ ପଲିସିକୁ ନେଇ ସିବିଆଇ ରେଡ କରିଥିବା ସୂଚନା ମିଳିଛି। ସେହିପରି ଏହି ପଲିସି ଲିଙ୍କରେ!-->…
Read More...
Read More...
ଅପରାଜିତାଙ୍କ ସହ ବାଲକୋନିରେ ଦେଖାଦେଲେ ବାବୁସାନ୍
ଭୁବନେଶ୍ବର: ବାବୁସାନ୍ ଆଜି ନିଜ ଘର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଦେଖା କରିଛନ୍ତି। ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୁଁ ପରିବାର ପାଖରେ ଅଛି। ସେଥିପାଇଁ ବହୁତ ଖୁସି ଅଛି। ଠିକ୍ ସମୟରେ ଠିକ୍ କଥା କହିବି। ଏଇ ଅଳ୍ପ କଥା କହି ବାବୁସାନ୍ ଘର ଭିତରକୁ!-->…
Read More...
Read More...
ଜେଲ୍ରୁ ମୁକୁଳିଲେ ବିଧାୟକ ପ୍ରଶାନ୍ତ ଜଗଦେବ
ବାଣପୁର: ସୁପ୍ରିମକୋର୍ଟରୁ ସର୍ତମୂଳକ ଜାମିନ ମିଳିବା ପରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ବାଣପୁର ଉପକାରାଗାରରୁ ବାହାରିଛନ୍ତି ବିଧାୟକ ପ୍ରଶାନ୍ତ ଜଗଦେବ। ଜେଲରୁ ବାହାରି ପୁଲିସର କଡା ସୁରକ୍ଷାରେ ଭୁବନେଶ୍ୱର ସ୍ଥିତ ବାସଭବନକୁ ଆସିଛନ୍ତି ଚିଲିକା ବିଧାୟକ । ସୁପ୍ରିମକୋର୍ଟଙ୍କ ସର୍ତ୍ତ!-->…
Read More...
Read More...
ବିଧାୟକଙ୍କ ନାଁରେ ଥାନାରେ ଏତେଲା ଦେଲେ ପ୍ରେମିକା
ଜଗତସିଂହପୁର:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ପ୍ରେମ କାହାଣୀରେ ପୁଣି ନୂଆ ମୋଡ଼ ଆସିଛି। ଗତକାଲି ଦିନ ଭରି ଜଗତସିଂହପୁର ସବ୍ରେଜିଷ୍ଟ୍ରାରଙ୍କ ଦପ୍ତରରେ ସୋମାଲିକା ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ସୁଦ୍ଧା ବିବାହ ପାଇଁ ବିବାହ ପାଇଁ!-->…
Read More...
Read More...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ
ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ। ଉଭୟ ଆବେଦନକାରୀଙ୍କ ମାମଲା ଖାରଜ କଲେ ସୁପ୍ରିମକୋର୍ଟ। ଏହି ବିଜୟ ପରେ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ଵିଟ୍। ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ!-->…
Read More...
Read More...
ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ
କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ!-->…
Read More...
Read More...
ସୁବ୍ରତଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ
ପାଟଣା: ସୁବ୍ରତ ରାୟଙ୍କୁ କୋର୍ଟରେ ହାଜର ହେବାକୁ ବାରମ୍ବାର ନୋଟିସ୍ କରାଯାଇଥିଲା । କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲେ ସାହାରା ଗ୍ରୁପର ଚେୟାରମ୍ୟାନ୍ ସୁବ୍ରତ ରାୟ । ଫଳରେ ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି କୋର୍ଟ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ସତ୍ତ୍ବେ ଶୁକ୍ରବାର!-->…
Read More...
Read More...