ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

ଆଇନ

ବାଲେଶ୍ୱରରେ ୪ଘଣ୍ଟା କୋହଳ ପରେ ପୁଣି ଫେରିଲା କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। ବାଲେଶ୍ୱରରେ ସ୍ଥିତିରେ କ୍ରମଶଃ ସୁଧାର ଆସିବାରେ ଲାଗିଛି। ଗତକାଲିଠାରୁ ଜାରି ହୋଇଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଥିଲା। ସକାଳ ୭
Read More...

ବାଲେଶ୍ୱରରେ ୪ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ସରିଲା ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା ବୈଠକ। ବୈଠକରେ ନିଷ୍ପତି କ୍ରମେ, ଆସନ୍ତାକାଲି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କୋହଳ ହେବ କର୍ଫ୍ୟୁ। କେବଳ ଲିଜ୍ ଲାଇନ ଥିବା ଲୋକଙ୍କୁ ମିଳିବ ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା
Read More...

ବାଲେଶ୍ୱରରେ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ୱର : ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପଡିଛି ବାଲେଶ୍ୱର । ଶାନ୍ତି ଫେରାଇ ଆଣିବାକୁ କର୍ଫ୍ୟୁ ଲାଗୁ କରାଯାଇଛି । ଆଜି ଅପରାହ୍ନରୁ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ ହୋଇଛି । ବାଲେଶ୍ୱର ପୌରପାଳିକା ଅଞ୍ଚଳରେ ଦୁଇଦିନ ପାଇଁ କର୍ଫ୍ୟୁ ଲାଗୁ କରିଛି ପ୍ରଶାସନ । ଦୁଇ ଦିନ ପର୍ଯ୍ୟନ୍ତ ବଜାରରେ
Read More...

ହାତଗୁଞ୍ଜା ନେଲେ ଦଣ୍ଡ: ରୋକ୍‌ଠୋକ୍ ଶୁଣାଇଲେ ସୁରେଶ

ଭୁବନେଶ୍ବର: ରାଜସ୍ବ ବିଭାଗରେ ହାତଗୁଞ୍ଜା ଏଣିକି ଚଳିବନି। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରାଯିବ। ଯିଏ ଏହାର ଉଲ୍ଲଂଘନ କରିବେ, ସେମାନଙ୍କକ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ରାଜସ୍ବ ବିଭାଗ ଦାୟିତ୍ବ ନେଉ ନେଉ ଏଭଳି କଡା କଡା କଥା
Read More...

ଶ୍ରୀମନ୍ଦିର ଭିଡ଼ ସଂପର୍କରେ ଡିଜି ଦେଲେ ବଡ଼ ବୟାନ

ପୁରୀ: ଶ୍ରୀମନ୍ଦିରରେ ମାତ୍ରାଧିକ ଭିଡ଼ ଓ ଦର୍ଶନ ଅବ୍ୟବସ୍ଥା ସଂପର୍କରେ ଆଜି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଆଶ୍ବାସନା ଦେଇଛନ୍ତି। ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୁଲିସ ମହାନିର୍ଦେଶକ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ ପୁରୀରେ ରଥଯାତ୍ରା ପ୍ରସ୍ତୁତି ସଂକ୍ରାନ୍ତରେ ଏ ମଧ୍ୟରେ ଦୁଇଟି
Read More...

ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା

ଭୁବନେଶ୍ବର: ଆସନ୍ତା ଜୁଲାଇ ୧ ତାରିଖରୁ ସାରା ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା। ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ଏ ନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ସହିତ ଆଲୋଚନା କଲେ ପୋଲିସ ଡିଜିପି ଅରୁଣ ଷଡଙ୍ଗୀ। କେନ୍ଦ୍ର ଗୃହ ସଚିବ ଏନେଇ ସମସ୍ତ ରାଜ୍ୟର
Read More...

ପୋଷ୍ଟାଲ ଚାକିରୀ ପାଇଁ ଜାଲ୍‌ ପ୍ରମାଣ ପତ୍ର : ରାଜ୍ୟରେ ବଡ ଧରଣର ସିବିଆଇ ଚଢ଼ାଉ

ଭୁବନେଶ୍ବର: ରାଜ୍ୟରେ ବଡ ଧରଣର ସିବିଆଇ ଚଢ଼ାଉ ଆରମ୍ଭ ହୋଇଛି I ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ଜାଲ୍‌ ପ୍ରମାଣପତ୍ର ଦେବା ଘଟଣାରେ ସିବିଆଇ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇଛି। I ପରୀକ୍ଷାରେ ବ୍ୟାପକ ସାର୍ଟିଫିକେଟ ଜାଲ ହୋଇଥିବା ସୂଚନା ମିଳିଥିଲା I ଏନେଇ କେନ୍ଦ୍ରୀୟ
Read More...

ପୂଜା ପାଇଁ ରାଜଧାନୀ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଦଶହରା ପୂଜା ପାଇଁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଜଧାନୀର ୧୮୮ ଟି ସ୍ଥାନରେ ଦୁର୍ଗାପୂଜା ହେବ। ୨୦ ରୁ ୨୫ ଅକ୍ଟୋବର ଯାଏଁ ପୁଲିସ ଛାଉଣୀରେ ରାଜଧାନୀ
Read More...

କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର।
Read More...

ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

ଭୁବନେଶ୍ବର: ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ
Read More...