ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

ଆଇନ

ବେଣୁଗୋପାଳଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌

ମୁମ୍ବାଇ: ବେଣୁଗୋପାଳ ଧୂିତଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌। ‘ଆଇସିଆଇସି’ ବ୍ୟାଙ୍କ୍‌-ଭିଡିଓକନ୍‌ ଋଣ ମାମଲାରେ ଆଜି ବମ୍ବେ ହାଇକୋର୍ଟ ‘ଭିଡିଓକନ୍‌ ଗ୍ରୁପ୍‌’ର ଅଧ୍ୟକ୍ଷ ବେଣୁଗୋପାଳ ଧୂତଙ୍କୁ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ନଗଦ ୧ ଲକ୍ଷ ଟଙ୍କା ମୁଚାଲିକା ଦାଖଲ କରିବା ପରେ ତାଙ୍କୁ
Read More...

ମହିଳା ଥାନାରେ ହାଜର ହେଲେ ହ୍ୟୁମାନ ସାଗର

କଟକ: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ହ୍ୟୁମାନ ସାଗର। କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ଗତକାଲି ପତ୍ନୀ ସାଙ୍ଘାତିକ ଅଭିଯୋଗ ଆଣିବା ପରେ ପୁଲିସର ସମନ ପାଇଁ ଆଜି ମହିଳା ଥାନାରେ ପହଞ୍ଚିଛନ୍ତି। ପତ୍ନୀ ଶ୍ରେୟା ମିଶ୍ରଙ୍କୁ ମାନସିକ, ଶାରୀରିକ ନିର୍ଯାତନା ଦେଉଥିବା ନେଇ ପତ୍ନୀ
Read More...

କଣ୍ଠଶିଳ୍ପୀ ହ୍ୟୁମାନଙ୍କ ନାଁରେ ଥାନାରେ ମାମଲା

କଟକ; ବିବାଦରେ ଫସିଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ। ପତ୍ନୀଙ୍କ ଅଭିଯୋଗ ଅନୁଯାୟୀ, ହ୍ୟୁମାନ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଛନ୍ତି । ଯାହାଫଳରେ ନିଜ ସ୍ୱାମୀଙ୍କ ନିର୍ଯାତନାରେ ଅତିଷ୍ଠ ପତ୍ନୀ ନ୍ୟାୟ ପାଇଁ ମହିଳା ଥାନାର
Read More...

ଐଶ୍ବର୍ଯ୍ୟାଙ୍କ ପାଖକୁ ଆସିଲା କୋର୍ଟ ନୋଟିସ୍

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ତଥା ଅମିତାଭ ବଚ୍ଚନଙ୍କ ବୋହୂ  ଐଶ୍ବର୍ଯ୍ୟା ରାୟ ବଚ୍ଚନଙ୍କ ପାଖକୁ ଆସିଛି କୋର୍ଟ ନୋଟିସ୍। କାରଣ ଐଶ୍ବର୍ଯ୍ୟା ଜମି ଟିକସ ବକେୟା ରଖିଥିବା  ହେତୁ ନାସିକ ତହସିଲଦାର ତାଙ୍କ ଘରକୁ ଏକ ନୋଟିସ ପଠାଇଥିବା ଜଣାପଡ଼ିଛି। ପ୍ରକାଶିତ ରିପୋର୍ଟ ମୁତାବକ, ନାସିକର
Read More...

ସିଂହନାଥ ପୀଠରେ ଜାରି ହେଲା ୧୪୪ ଧାରା

କଟକ; ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା । ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ପ୍ରଶାସନ । ଏଥିସହିତ ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ
Read More...

ହାଇସିକ୍ୟୁରିଟି ନମ୍ବର ଲଗାଇନଥିଲେ ଗଣିବେ ତଣ୍ଡ

ଭୁବନେଶ୍ବର; ଯାଞ୍ଚ ହେବ ଏଚଏସଆରପି ନମ୍ବର ବା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ବଡ ଅଧିକାରୀଙ୍କ ସୂତ୍ରରୁ ଏହି ସୂଚନା ମିଳିଛି । ୮୦ ପ୍ରତିଶତ ଲୋକ ଲଗାଇ ସାରିଲେଣି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ । ଯେଉଁମାନେ ହାଇସିକ୍ୟୁରିଟି ନମ୍ବର ଲଗାଇନଥିବେ ସେମାନେ
Read More...

ସ୍ୱାଭାବିକ ହେଲା ସମ୍ବଲପୁର କୋର୍ଟ

ସମ୍ବଲପୁର : ଦୀର୍ଘ ୨୭ ଦିନ ପରେ ସମ୍ବଲପୁରର କୋର୍ଟରେ ଦୂର ହୋଇଛି ଅଚଳାବସ୍ଥା । ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ। ଆଜିଠାରୁ ଆନୁଷ୍ଠାନିକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇନଜୀବୀ । କଚେରୀ ପରିସରରେ ଲାଗୁ ହୋଇଥିବା ୧୪୪ ଧାରାକୁ ହଟାଇ ଦିଆଯାଇଥିବା ବେଳେ ଫୋର୍ସ ବି ପ୍ରତ୍ୟାହାର
Read More...

ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାର ବନ୍ଦ

ଭୁବନେଶ୍ବର : ପ୍ରଥମ ରାଜ୍ୟ ଭାବେ ଓଡ଼ିଶା, ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାରକୁ ବନ୍ଦ କରିଛି । ତେବେ ପୁରୁଣା ଯାନଗୁଡ଼ିକର ଐତିହ୍ୟ ସଂରକ୍ଷଣ ଏବଂ ଏହାକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ସ୍କ୍ରାପ ହେବନି ୫୦ବର୍ଷରୁ ଅଧିକ ବର୍ଷର ଭିଣ୍ଟେଜ
Read More...

‘ନୋଟବନ୍ଦୀ ନିଷ୍ପତ୍ତି ଠିକ୍ ଥିଲା’-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ; ବିମୁଦ୍ରୀକରଣକୁ ନେଇ ବଡ଼ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା ନା ଭୁଲ, ଏନେଇ ଆଜି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବିମୁଦ୍ରୀକରଣ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...