Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
ଆଇନ
ଭଙ୍ଗାରୁଜା ଘଟଣାରେ ଆଉ ୩ ଆଇନଜୀବୀ ଗିରଫ
ସମ୍ବଲପୁର; ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ସମ୍ବଲପୁରରେ ହୋଇଥିବା ଆନ୍ଦୋଳନ ଘଟଣାରେ ବଢୁଛି ଗିରଫଦାରୀ । ଆଉ ୩ ଜଣ ଆଇନଜୀବୀଙ୍କୁ ଗିରଫ କରିଛି ପୁଲିସ୍ । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଆଇନଜୀବୀ ଅଛନ୍ତି । ଗିରଫ ଆଇନଜୀବୀମାନେ ହେଉଛନ୍ତି- ବିଷ୍ଣୁପ୍ରିୟା ଭୋଇ, ସେବତୀ ବନ୍ଛୋର ଏବଂ!-->…
Read More...
Read More...
ଆଇନଜୀବୀଙ୍କ ଉପରୁ ହଟିଲା କଟକଣା
ସମ୍ବଲପୁର; ନିର୍ଦ୍ଦେଶ କୋହଳ କଲା ବାର୍ କାଉନସିଲ ଅଫ୍ ଇଣ୍ଡିଆ । ସମ୍ବଲପୁର ବାର୍ ଆସୋସିଏଶନର ସମସ୍ତ ସଭ୍ୟଙ୍କ ଲାଇସେନ୍ସ ରଦ୍ଦ ନେଇ ହୋଇଥିବା ନିର୍ଦ୍ଦେଶନାମାକୁ ବାର୍ କାଉନସିଲ ଅଫ ଇଣ୍ଡିଆ ପ୍ରତ୍ୟାହାର କରିନେଇଛି । କୋର୍ଟ ପରିସରରେ ହୋଇଥିବା ଘଟଣାରେ ମୋଟ୍ ୫୪ ଜଣ ଆଇନଜୀବୀଙ୍କୁ!-->…
Read More...
Read More...
ଓକିଲଙ୍କ ଆନ୍ଦୋଳନକୁ ନେଇ ଅଦାଲତରେ ହାଜର ହେଲେ ଡିଜିପି ଓ ଉତ୍ତରାଞ୍ଚଳ ଆଇଜି
ସମ୍ବଲପୁର: ଓଡିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ସମ୍ବଲପୁର ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ କୁ ନେଇ ଆଜ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ!-->…
Read More...
Read More...
ଜାମା ମସଜିଦରେ ଝିଅଙ୍କ ପ୍ରବେଶରେ ଲାଗିଲା ରୋକ
ନୂଆଦିଲ୍ଲୀ; ଦେଶର ରାଜଧାନୀ ଦିଲ୍ଲୀରେ ଥିବା ପ୍ରସିଦ୍ଧ ଜାମା ମସଜିଦ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି । ଏଣିକି ଝିଅମାନେ ଏକାକୀ କିମ୍ବା ଗ୍ରୁପ ହୋଇ ମସଜିଦ ପରିସରରେ ପ୍ରବେଶ କରିପାରିବେ ନାହିଁ । କମିଟି ପକ୍ଷରୁ କୁହାଯାଇଛି ଯେ ମହିଳାମାନେ ନିଜ ସାଙ୍ଗରେ ପରିବାରର କେହି ଜଣେ ପରୁଷଙ୍କୁ ଧରି!-->…
Read More...
Read More...
ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ
ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି ।
ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ!-->!-->!-->…
Read More...
Read More...
ଜେଲରୁ ମୁକୁଳିଲେ ସାଂସଦ ସଞ୍ଜୟ ରାଉତ
ନୂଆଦିଲ୍ଲୀ; ଶିବସେନାର ହେଭିୱେଟ ନେତା ସଞ୍ଜୟ ରାଉତଙ୍କୁ ମିଳିଲା ଜାମିନ ମିଳିଛି । ପାତ୍ରା ଚାୱାଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହୋଇଥିଲେ ସଞ୍ଜୟ । ତେବେ ଦୀର୍ଘ ୩ ମାସ ପରେ ମୁମ୍ବାଇର ସ୍ୱତନ୍ତ୍ର କୋର୍ଟ ସଞ୍ଜୟଙ୍କୁ ଆଜି ଜାମିନ ଦେଇଛନ୍ତି। ଏଥିସହିତ!-->…
Read More...
Read More...
ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼
ନୂଆଦିଲ୍ଲୀ; ଆଜି ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଦେଶର ନ୍ୟାୟିକ ଇତିହାସରେ ପ୍ରଥମ ଥର ପାଇଁ ଜଣେ ବାପାଙ୍କ ପରେ ପୁଅ!-->…
Read More...
Read More...
କଂଗ୍ରେସର ଟ୍ବିଟର ହ୍ୟାଣ୍ଡଲ ବ୍ଲକ ଲାଗି କୋର୍ଟଙ୍କ ନିର୍ଦ୍ଦେଶ
ବେଙ୍ଗାଲୁରୁ: କଂଗ୍ରେସ ଓ ଭାରତ ଯୋଡ ଯାତ୍ରାରେ ଟ୍ୱିଟର ହ୍ୟାଣ୍ଡଲ ଉପରେ ସାମୟିକ ରୋକ ଲଗାଇଛନ୍ତି କୋର୍ଟ । କପିରାଇଟ ଆକ୍ଟ ଅନୁସାରେ କୋର୍ଟ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ ଚାଲିଥିବା ଭାରତ ଯୋଡୋ ଯାତ୍ରାରେ କେଜିଏଫ-୨ର ଏକ ଗୀତକୁ ବ୍ୟବହାର!-->…
Read More...
Read More...
ଆର୍ଥିକ ଅନଗ୍ରସରଙ୍କ ସଂରକ୍ଷଣ ଉପରେ ମୋହର ଲଗାଇଲେ ସୁପ୍ରିମ କୋର୍ଟ
ନୂଆଦିଲ୍ଲୀ; ଆର୍ଥିକ ଅନଗ୍ରସର ଲୋକଙ୍କ ପାଇଁ ସଂରକ୍ଷଣ ଉପରେ ମୋହର ଲଗାଇଲେ ସୁପ୍ରିମ କୋର୍ଟ । ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ସରକାରୀ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ମିଳିବ ।
ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତଙ୍କ ଅଧ୍ୟକ୍ଷତାରେ ଗଠିତ ୫ଜଣିଆ ଖଣ୍ଡପୀଠ ୭!-->!-->!-->…
Read More...
Read More...
ଆଇନ ଜାଲରେ ଫସିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି
ବେଙ୍ଗାଲୁରୁ: ଭାରତ ଯୋଡୋ ଯାତ୍ରା ସମୟରେ କନ୍ନଡ ଚଳଚ୍ଚିତ୍ର ‘କେଜିଏଫ୍ ଅଧ୍ୟାୟ ୨’ର ସଙ୍ଗୀତର ଅନଧିକୃତ ବ୍ୟବହାର ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ଦଳର ନେତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।ତାଙ୍କ ବିରୋଧରେ ଲାଗିଲା କପି-ରାଇଟ୍ କେସ୍।
ଅଭିଯୋଗ ମୁତାବକ,!-->!-->!-->…
Read More...
Read More...