Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category
ଆଇନ
ଜେଲ୍ରୁ ମୁକୁଳିଲେ ବିଧାୟକ ପ୍ରଶାନ୍ତ ଜଗଦେବ
ବାଣପୁର: ସୁପ୍ରିମକୋର୍ଟରୁ ସର୍ତମୂଳକ ଜାମିନ ମିଳିବା ପରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ବାଣପୁର ଉପକାରାଗାରରୁ ବାହାରିଛନ୍ତି ବିଧାୟକ ପ୍ରଶାନ୍ତ ଜଗଦେବ। ଜେଲରୁ ବାହାରି ପୁଲିସର କଡା ସୁରକ୍ଷାରେ ଭୁବନେଶ୍ୱର ସ୍ଥିତ ବାସଭବନକୁ ଆସିଛନ୍ତି ଚିଲିକା ବିଧାୟକ । ସୁପ୍ରିମକୋର୍ଟଙ୍କ ସର୍ତ୍ତ!-->…
Read More...
Read More...
ବିଧାୟକଙ୍କ ନାଁରେ ଥାନାରେ ଏତେଲା ଦେଲେ ପ୍ରେମିକା
ଜଗତସିଂହପୁର:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ପ୍ରେମ କାହାଣୀରେ ପୁଣି ନୂଆ ମୋଡ଼ ଆସିଛି। ଗତକାଲି ଦିନ ଭରି ଜଗତସିଂହପୁର ସବ୍ରେଜିଷ୍ଟ୍ରାରଙ୍କ ଦପ୍ତରରେ ସୋମାଲିକା ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ସୁଦ୍ଧା ବିବାହ ପାଇଁ ବିବାହ ପାଇଁ!-->…
Read More...
Read More...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ
ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ। ଉଭୟ ଆବେଦନକାରୀଙ୍କ ମାମଲା ଖାରଜ କଲେ ସୁପ୍ରିମକୋର୍ଟ। ଏହି ବିଜୟ ପରେ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ଵିଟ୍। ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ!-->…
Read More...
Read More...
ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ
କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ!-->…
Read More...
Read More...
ସୁବ୍ରତଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ
ପାଟଣା: ସୁବ୍ରତ ରାୟଙ୍କୁ କୋର୍ଟରେ ହାଜର ହେବାକୁ ବାରମ୍ବାର ନୋଟିସ୍ କରାଯାଇଥିଲା । କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲେ ସାହାରା ଗ୍ରୁପର ଚେୟାରମ୍ୟାନ୍ ସୁବ୍ରତ ରାୟ । ଫଳରେ ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି କୋର୍ଟ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ସତ୍ତ୍ବେ ଶୁକ୍ରବାର!-->…
Read More...
Read More...
ରାଜଦ୍ରୋହ ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଦେଶଦ୍ରୋହ ଆଇନ ଉପରେ ପ୍ରତିବନ୍ଧକ ଲଗାଇଲେ ସୁପ୍ରିମକୋର୍ଟ। ଆଉ ବ୍ୟବହାର ହୋଇପାରିବନି ଏହି ଆଇନ। ବର୍ତ୍ତମାନ ସମୟରେ ତିନି ଜଣ ବିଚାରପତିଙ୍କୁ ନେଇ ଗଠିତ ବେଞ୍ଚ ରାଜଦ୍ରୋହ ଆଇନର ଶୁଣାଣି କରୁଛନ୍ତି । ସେମାନଙ୍କ ମଧ୍ୟରେ ରହିଛନ୍ତି ମୁଖ୍ୟ ବିଚାରପତି ଏନଭି ରମଣ, ଜଷ୍ଟିସ!-->…
Read More...
Read More...
ବିଲଡରଙ୍କ ଉପରେ ‘ରେରା’ ଛାଟ
ଭୁବନେଶ୍ବର ସାଗର କମ୍ପ୍ଲେକ୍ସ ଉପରେ ଦଶ ଲକ୍ଷ ଜରିମାନା
ଭୁବନେଶ୍ବର: ଆପଣ ଘର କିଣୁଛନ୍ତି କି? କିଣୁଥିବା ବିଲଡର ରେରାରେ ପଞ୍ଜିକୃତ ଅଛନ୍ତି ନା ନାହାନ୍ତି? ଏକଥା ପ୍ରଥମେ ଦେଖନ୍ତୁ। ଅନ୍ୟଥା ଆପଣ ଠକାମିର ଶିକାର ହୋଇପାରନ୍ତି। ଏମିତି ସଚେତନତା ସହିତ ରେରା ଏବେ ବିଲଡରଙ୍କ ଉପରେ କଠୋର!-->!-->!-->…
Read More...
Read More...
କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ
କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଘରୁ ଜବତ ହୋଇଥିଲା ନଗଦ ୨ କୋଟି ଟଙ୍କା । ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ସାଲିଆ ସାହି ବସ୍ତି ଘରୁ ୧ କୋଟି ୪୧ ଲକ୍ଷ ଜବତ ହୋଇଛି । ଯନ୍ତ୍ରୀଙ୍କ ବେଆଇନ ସମ୍ପତ୍ତି ଲୁଚାଇବାରେ ସହଯୋଗ!-->…
Read More...
Read More...
ଯେତେ ଖୋଳିଲେ ସେତେ ବାହାରୁଛି, କୁବେର ଯନ୍ତ୍ରୀଙ୍କ କୋଟି କୋଟି ସମ୍ପତ୍ତି
କୁବେର ଯନ୍ତ୍ରୀଙ୍କ ଟଙ୍କା ହିସାବ କରି କରି ହାଲିଆ ହୋଇଗଲେଣି ଭିଜିଲାନ୍ସ ଅଧିକାରୀ । ଯେତେ ଖୋଳିଲେ ସେତେ ବାହାରୁଛି ଟଙ୍କା ।ଆଜି ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ ଜବତ ହୋଇଛି କୋଟିଏ ୪ ଲକ୍ଷ ଟଙ୍କା । ସାଲିଆ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଆଉ ଜଣେ କୋଟିପତି ଯନ୍ତ୍ରୀ
ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ପଶିଛି ଭିଜିଲାନ୍ସ । ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ତ୍ତିକେଶ୍ବର ରାଉଳଙ୍କ ଘର ଓ ଅଫିସ ସମେତ ଏକକାଳୀନ ୬ଟି ଜାଗାରେ ରେଡ଼୍ ଚାଲିଛି । ଭଞ୍ଜନଗର ସ୍ଥିତ!-->…
Read More...
Read More...