ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category

ଆଇନ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ରାଜସ୍ଵ ସହାୟକ ଗିରଫ

ସମ୍ବଲପୁର: ବନ୍ଧା ହେଲେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ। ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସୁଦେବଙ୍କ ୪ଟି ସ୍ଥାନରେ ରେଡ୍ ଜାରି ରହିଛି। ସରକାରୀ ସୂତ୍ର ଅନୁଯାୟୀ, ଚଢାଉରେ ବରଗଡ଼ ସହରରେ ଏକ ବହୁମହଲା
Read More...

ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ କଡ଼ା ସୁରକ୍ଷା ମଧ୍ୟରେ ପାଳନ କରିବାକୁ ଯାଉଛି। କମିଶନରେଟ୍ ପୋଲିସ ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ‘ଜିରୋ ନାଇଟ୍’ କାର୍ଯ୍ୟକ୍ରମ ସମେତ ଶାନ୍ତିପୂର୍ଣ୍ଣ ଉତ୍ସବ ସେଲିବ୍ରେସନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛି।ଗଣମାଧ୍ୟମକୁ
Read More...

ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ଘରେ ଭିଜିଲାନ୍ସ ରେଡ

ସୁନ୍ଦରଗଡ଼: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ଯ୍ୟରତ। ବାଲେଶ୍ଵର ଚୂନ ଭାଟି
Read More...

ରାସ୍ତାରେ ମେଡିସିନ୍‌ ଫୋପାଡିବା ଘଟଣାରେ ଦୁଇ ଏଏନଏମ ନିଲମ୍ବିତ

ବାଲେଶ୍ୱର: ବାଲେଶ୍ୱର ଜିଲା ସୋରରେ ରାସ୍ତାକଡରେ ମେଡିସିନ୍‌ ଫୋପାଡିବା ଘଟଣାରେ ନିଲମ୍ବିତ ହେଲେ ଦୁଇ ଏଏନଏମ କର୍ମୀ।ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ ଓ ଇଞ୍ଚୁଡ଼ି ଏଏନଏମ କବିତା ବେହେରାଙ୍କୁ ନିଲମ୍ବନ କରାଯାଇଛି ବୋଲି ରେମୁଣା ଗୋଷ୍ଠୀ
Read More...

ମାଲକାନଗିରିରେ ବଢିଲା କଟକଣା

୧୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ମାଲକାନଗିରି: ମାଲକାନଗିରିରେ ବଢିଲା କଟକଣା। ମଙ୍ଗଳବାର ଦିନ ଓଡ଼ିଶା ଗୃହ ବିଭାଗ ଜିଲ୍ଲାରେ ଇଣ୍ଟରନେଟ୍ ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର ଏବଂ ପ୍ରବେଶ ଉପରେ ପ୍ରତିବନ୍ଧକକୁ ବଢାଇ ଦେଇଛି। ଡିସେମ୍ବର ୧୦ ତାରିଖ ଦିନ ୧୨ଟା
Read More...

ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟର

ଝାରସୁଗୁଡା: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଫରେଷ୍ଟର । ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ
Read More...

ଥାନାରେ ଆଇଆଇସି-ଏଏସ୍‌ଆଇ ହାତାହାତି

ଯାଜପୁର: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ମାରପିଟ୍‌। ଯାଜପୁର ଜିଲ୍ଲା ଅଳକୁଣ୍ଡ ଥାନାରେ ଥାନା ଅଧିକାରୀ ଏବଂ ଏଏସ୍‌ଆଇଙ୍କ ମଧ୍ୟରେ ଯୁକ୍ତିତର୍କ, ହାତାହାତି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଏସ୍‌ପି ୟସପ୍ରିତ୍ ଶ୍ରୀମଲ। ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା
Read More...

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।ସେହିପରି ବାଲେଶ୍ବର,
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଏଆରଆଇ। ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଈର ସହକାରୀ ରାଜସ୍ୱ ନୀରିକ୍ଷକ ଅଭିମନ୍ୟୁ ବେହେରା। ୧୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍‌। ଅଫିସ ସମେତ ବିଭିନ୍ନ ସ୍ଥାନରେ ଚାଲିଛି ରେଡ।ଜମିର କିସମ
Read More...

ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ଦିଲ୍ଲୀ: ଭାରତର ନୂଆ ସିଜେଆଇ ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କର ସିଜେଆଇ ଭାବରେ କାର୍ଯ୍ୟକାଳ ୧୫ ମାସ ପାଇଁ ରହିବ। ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ
Read More...